Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ରାୟଗଡା ଗସ୍ତରେ BSF ଅତିରିକ୍ତ ଡିଜି, ମାଓ ଦମନ ନେଇ ଆଲୋଚନା

27/10/2021 at 5:21 PM

ରାୟଗଡା ୨୭।୧୦: ବିଏସଏଫ ଅତିରିକ୍ତ ଡିଜି ପି. ଭି ରାମଶାସ୍ତ୍ରୀ ଦିନିକିଆ ରାୟଗଡା ଜିଲ୍ଲା ଗସ୍ତରେ ଆସି ଫେରିଛନ୍ତି । ଏକ ସ୍ବତନ୍ତ୍ର ବିଏସଏଫ ହେଲିକ୍ୟାପ୍ଟର ଯୋଗେ ଆସି ଜେକେପୁର ସ୍ଥିତ ପୋଲିସ ରିଜର୍ଭ ପଡିଆରେ ପହଞ୍ଚିଥିଲେ । ସେଠାରୁ ସିଧା ରାୟଗଡା ସ୍ଥିତ ବିଏସଏଫ ୬୮ ନମ୍ବର ବାଟାଲିୟନ ମୁଖ୍ୟାଳୟ ଆସି ଅନୁଧ୍ୟାନ କରିଛନ୍ତି । ସେଠାରେ ପୋଲିସର ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ ।

ମୁଖ୍ୟତଃ ମାଓବାଦୀ ଦମନ ନେଇ ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା । ପୋଲିସ ଓ ବିଏସଏଫ ମଧ୍ୟରେ ସମନ୍ବୟ ରକ୍ଷା କରି କିଭଳି ମାଓବାଦୀଙ୍କ ବିରୋଧରେ ଅପରେସନ ଠିକ୍ ଭାବେ ଆଗେଇବ ତାହା ଆଲୋଚନା ହୋଇଥିଲା । ଏତଦବ୍ୟତୀତ ବିଏସଏଫ ତରଫରୁ ଏକ ନୂତନ କ୍ୟାମ୍ପ ପ୍ରତିଷ୍ଠା ନେଇ ସ୍ଥାନ ନିରୁପଣ ହୋଇଥିବା ଜଣାପଡିଛି।

   Related Posts