ନିଜକୁ ଗୁଳି କରି ବିଏସ୍ଏଫ୍ ଯବାନଙ୍କ ଆତ୍ମହତ୍ୟା !
6/03/2021 at 10:14 AM

ଲମତାପୁଟ ୬।୩: ନିଜକୁ ନିଜେ ଗୁଳି କରି ଯବାନ ଆତ୍ମହତ୍ୟା କରିଥିବା ଅଭିଯୋଗ । କୋରାପୁଟ ଜିଲ୍ଲା ଜଲାପୁଟ ବିଏସଏଫ ୧୫ ନମ୍ବର ବାଟାଲିୟନରେ ଏଭଳି ଅଭାବନୀୟ ଘଟଣା ।
ସୂଚନାଯୋଗ୍ୟ ଯେ, କୋରାପୁଟ ଜିଲ୍ଲା ଜଲାପୁଟ ବିଏସଏଫ ୧୫ ନମ୍ବର ବାଟାଲିୟନରେ ଜଣ ଯବାନ ନିଜ ମୁଣ୍ଡରେ ନିଜେ ଗୁଳି କରିଛନ୍ତି । ତେବେ ଯବାନ ଜଣଙ୍କ ଅତ୍ମହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ମୃତ ଯବାନ ଜଣଙ୍କ ହେଉଛନ୍ତି ରାଜସ୍ଥାନର ଇନ୍ଦର ସିଂହ । ତେହେ ତାଙ୍କ ଆତ୍ମହତ୍ୟା ପଛରେ କଣ କାରଣ ରହିଛି ତାହା ଜଣାପଡିନାହିଁ । ପୋଲିସର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
Related Posts
ଜନ୍ମଦିନରେ ଅଙ୍ଗଦାନ ପାଇଁ ଚୁକ୍ତିବଦ୍ଧ ହେଲେ ଓଟିଡିସି ଅଧ୍ୟକ୍ଷା
17 April 2021