Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ଛୁଟିରେ ଘରକୁ ବୁଲିବାକୁ ଆସିଥିବା ବିଏସ୍ଏଫ୍ ଯବାନଙ୍କ ମୃତଦେହ ଉଦ୍ଧାର

18/06/2018 at 6:57 AM

ବିଏସ୍ଏଫ୍ ଯବାନଙ୍କ ମୃତଦେହ ଉଦ୍ଧାର । ଘଟଗାଁ ପାଟନା ଥାନା ଅନ୍ତର୍ଗତ ମାଧପୁର ଗାଁର ଘଟଣା । ମୃତ ଯବାନ ସଞ୍ଜୀବ ସର୍ଦ୍ଦାର ।ତାଙ୍କ ଘର ତୁରୁମୁଙ୍ଗା ଥାନା ବାଉଁଶୁଳୀ ଅଞ୍ଚଳର ବୋଲି ଜଣାପଡିଛି । ଛୁଟିରେ ଘରକୁ ବୁଲିବାକୁ ଆସିଥିଲେ ସଞ୍ଜୀବ । ତେବେ ଆଜି ମାଧପୁର ଗାଁରୁ ଯବାନ ସଞ୍ଜୀବଙ୍କ ମୃତଦେହ ମିଳିଛି । ଘଟଣାସ୍ଥଳରୁ ଏକ ବ୍ୟାଗ ମଧ୍ୟ ଉଦ୍ଧାର କରିଛି ପୋଲିସ । କଣ ପାଇଁ ତାଙ୍କର ମୃତ୍ୟୁ ହୋଇଛି, ତାହା ଏବେ ବି ଅସ୍ପଷ୍ଟ ରହିଛି । ପାଟନା ପୋଲିସ ଘଟଣାର ତଦନ୍ତ କରୁଛି ।

   Related Posts