Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ

27/11/2021 at 7:27 AM

କୋରାପୁଟ,୨୭|୧୧:  ଶନିବାର ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ । କୋରାପୁଟ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ସଭାଗୃହରେ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ୧୦ ଜଣ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରିବେ।

ଜିଲ୍ଲାରେ ମୋଟ ୩ ଲକ୍ଷ ୭୦ ହଜାର କାର୍ଡ ବଣ୍ଟନ କରାଯିବ। ଜିଲ୍ଲାର ୧୨ ଲକ୍ଷ ଲୋକେ ଏହି ଯୋଜନାରେ ସୁବିଧା ପାଇ ପାରିବେ। ଲୋକେ କିଭଳି ସୁବିଧାରେ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ପାଇପାରିବେ ସେ ନେଇ ପଞ୍ଚାୟତ ଓ ବ୍ଲକ ସ୍ତରରେ ବ୍ୟବସ୍ଥା କରାଯାଇଛି। ସ୍ମାର୍ଟ କାର୍ଡର କଣ ସୁବିଧା ମିଳିବ ସେ ସମ୍ପର୍କରେ ଲୋକଙ୍କୁ ସଚେତନ କରାଯାଉଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରାଯାଉଛି । ଏହାଦ୍ବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଲୋକେ ଉନ୍ନତ ସ୍ଵାସ୍ଥ୍ୟ ସେବା ପାଇପାରିବେ ।.

   Related Posts