Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ଭୁବନେଶ୍ବରରେ ବିଏସ୍‌ପି ସୁପ୍ରିମୋ ମାୟାବତୀ, ବିଜେପିକୁ କଲେ ଟାର୍ଗେଟ୍

2/04/2019 at 4:09 PM

ଭୁବନେଶ୍ବର ୨|୪ : ଆଜି ଓଡ଼ିଶା ଆସିଛନ୍ତି ବିଏସପି ସୁପ୍ରିମୋ ମାୟାବତୀ । ଭୁବନେଶ୍ବରରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗ ଦେଇଛନ୍ତି ମାୟାବତୀ । ବିଜେପି ଓ କଂଗ୍ରେସକୁ ଛାଡ଼ି ଅନ୍ୟ ଆଞ୍ଚଳିକ ଦଳଗୁଡ଼ିକ ଯେମିତି କେନ୍ଦ୍ରରେ ସରକାର ଗଢ଼ିବାରେ ମୁଖ୍ୟ ଭୂମିକା ତୁଲାଇବେ, ସେନେଇ ପ୍ରୟାସ କରୁଛନ୍ତି ମାୟାବତୀ । ଓଡିଶାରେ ନିର୍ବାଚନୀ ପ୍ରଚାର କରିଛନ୍ତି ବିଏସପି ସୁପ୍ରିମୋ ମାୟାବତୀ । ଭୁବନେଶ୍ୱର ବରମୁଣ୍ଡା ପଡିଆରେ ଆୟୋଜିତ ସାଧାରଣ ସଭାକୁ ଜନତାଙ୍କୁ ସମ୍ବୋଦନ କରିଛନ୍ତି ମାୟାବତୀ । ଚଳିତ ନିର୍ବାଚନରେ ଦଳକୁ ବିଜୟୀ କରିବା ପାଇଁ ଦଳୀୟ କର୍ମୀ ଓ ସମର୍ଥକଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ମାୟାବତୀ । ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଜେପିକୁ ଟାର୍ଗେଟ କରିଛନ୍ତି । ଚୌକିଦାର ପ୍ରସଙ୍ଗରେ ବି ବିଜେପିକୁ ଘେରି କହିଛନ୍ତି ଯେ ଚଳିତ ନିର୍ବାଚନରେ ଏହି ନାଟକ ବାଜି କାମ କରିବନି । ବିଜେପି ଯେତେ ଚେଷ୍ଟା କଲେ ବି ବିଜୟ ଲାଭ କରିପାରିବନି ବୋଲି ମାୟାବତୀ କହିଛନ୍ତି ।

   Related Posts