Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଟ୍ରାଭେଲ୍ସ ବିଲ୍ ମାମଲାରେ ପାଠକ ବାପା-ପୁଅଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ
  • ||
  • ଚଣ୍ଡିଖୋଲ : ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କୁ ଗୁଳିମାଡ, ଦୁଇ ଆହତ
  • ||
  • ଚଣ୍ଡିଖୋଲ : ପୃଥକ ପୃଥକ ଦୁର୍ଘଟଣାରେ ଦୁଇ ମୃତ, ଜଣେ ଗୁରୁତର
  • ||
  • ଭୁବନେଶ୍ବର : ବିଧାନସଭା ବାଚସ୍ପତିଙ୍କ ସହ ମନ୍ତ୍ରୀ ଓ ବିଧାୟକ ନେଲେ କରୋନା ଟିକା
  • ||
  • କଟକ : ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, CBI ତଦନ୍ତ ଶିଥିଳତା ମାମଲାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ହାଇକୋର୍ଟ
  • ||
  • ବଲାଙ୍ଗୀର : ବସ୍ ଧକ୍କାରେ ଶିକ୍ଷକଙ୍କ ମୃତ୍ୟୁ, NH ଅବରୋଧ କଲେ ସ୍ଥାନୀୟ ଲୋକ
  • ||
  • ବୌଦ୍ଧ : ସମ୍ପତ୍ତି ପାଇଁ ଭାଇ ହେଲା ବଇରୀ, ରକ୍ତ ସମ୍ପର୍କକୁ ଭୁଲି ମାରି ପୋଡିଦେଲେ ସାନ ଭାଇକୁ
  • ||
  • ନୟାଗଡ : ଗ୍ରାମବାସୀଙ୍କ ମାଡରେ ଲୁଟେରା ମୃତ ! ଚେନ୍ ଲୁଟ୍ ଉଦ୍ୟମ ବେଳେ ଧରି ଛେଚିଥିଲେ ଲୋକେ
  • ||
  • ମଣ୍ଡିରେ ବିକ୍ରି ହେଉନି ଧାନ, ପ୍ରତିବାଦରେ ରାସ୍ତାରୋକ କଲେ ଚାଷୀ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ବଜେଟ ପ୍ରସ୍ତୁତି ନେଇ ବୈଠକ : ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରିଙ୍କ ଅଧ୍ୟକ୍ଷତା ବସିଛି ବୈଠକ

17/06/2019 at 11:28 AM

ଭୁବନେଶ୍ବର ୧୭/୬ : ବଜେଟ ପ୍ରସ୍ତୁତି ନେଇ ବୈଠକ ବସିଛି । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରିଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ବୈଠକରେ ପୂର୍ବତନ ଅର୍ଥମନ୍ତ୍ରୀ, ଅର୍ଥନୈତିକ ବିଷାରଦ, ବ୍ୟବସାୟୀ ସଂଘ ଉପସ୍ଥିତ ଅଛନ୍ତି । ବଜେଟ ପ୍ରସ୍ତୁତି ନେଇ ଅନଲାଇନ ଜରିଆରେ ଆସିଛି ୩ ହଜାରରୁ ଉର୍ଦ୍ଧ୍ବ ମତାମତ । ୭ ବର୍ଷ ଧରି ରାଜ୍ୟ ସରକାର ବଜେଟ ପୂର୍ବରୁ ପ୍ରାକ୍ ବଜେଟ ଆଲୋଚନା କରିଆସୁଛନ୍ତି ।

   Related Posts