Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

୧୮ରୁ ବିଧାନସଭା ବଜେଟ୍‌ ଅଧିବେଶନ

1/02/2021 at 5:08 PM

ଭୁବନେଶ୍ବର୧/୨: ଫେବ୍ରୁଆରୀ ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ଏହି ଅଧିବେଶନ ଏପ୍ରିଲ ୯ ଯାଏ ଚାଲିବ। ଏଥିସହିତ ଫେବ୍ରୁଆରୀ ୨୨ ତାରିଖରେ ରାଜ୍ୟ ବଜେଟ ଉପସ୍ଥାପନ ହେବ ବୋଲି ସୂଚନା ରହିଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ।ଅଧିବେଶନର ପ୍ରଥମ ଦିନ ରାଜ୍ୟପାଳ ଅଭିଭାଷଣ ରଖିବେ। ମୋଟ ୩୧ ଦିନ ଚାଲିବ ଚଳିତ ଅଧିବେଶନ।

   Related Posts