Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଟ୍ରାନ୍ସଫର୍ମର ଉପରେ ଚଢିଗଲେ ଯୁବକ, ଜଳି ଯାଉଥିବା ବେଳେ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ସ୍ୱାମୀ ନା ସଇତାନ ? ସ୍ତ୍ରୀକୁ ପିଟିପିଟି କଲା ହତ୍ୟା
  • ||
  • ପାରା ଧରିବା ବେଳେ ଲାଗିଗଲା ବିଦ୍ୟୁତ ତାର, ପୋଡିଗଲା ଶରୀରର ୯୦%
  • ||

ବୁରାଡ଼ି ଆତ୍ମହତ୍ୟା ଘଟଣାର ପୁନରାବୃତ୍ତି

15/07/2018 at 6:38 AM

ବୁରାଡ଼ି ଆତ୍ମହତ୍ୟା ଘଟଣାର ପୁନରାବୃତ୍ତି
ଝାରଖଣ୍ଡ ହଜାରବାଗରେ ଦେଖିବାକୁ ମିଳିଛି ଗଣଆତ୍ମହତ୍ୟା | ଗୋଟିଏ ପରିବାରର ୬ଜଣ ସଦସ୍ୟ ଆତ୍ମହତ୍ୟା କରିଛନ୍ତି | ଘରର ୫ ଜଣ ସଦସ୍ୟ ରାଶି ଲଗାଇ ଆତ୍ମହତ୍ୟା କରିଥିବା ବେଳେ ଜଣେ ଛାତରୁ ଡେଇଁ ଆତ୍ମହତ୍ୟା କରିଥିବା ଜଣାପଡିଛି | ତେବେ ଋଣ ବୋଝ ସହିନପାରି ପରିବାର ସଦସ୍ୟ ଆତ୍ମହତ୍ୟା କରିଥିବା କୁହାଯାଉଛି | ସ୍ଥାନୀୟ ପୋଲିସ ମୃତଦେହ ଗୁଡିକ ଜବତ କରିବା ସହ ଘଟଣାର ତଦନ୍ତ କରୁଛି |

   Related Posts