Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

୫ ଦିନ ପାଇଁ ବୁର୍ଲା ଥାନା ସିଲ୍, ଦୁଇ ଜଣ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ

13/08/2020 at 8:41 AM

ସମ୍ବଲପୁରର ୧୩।୦୮: ସିଲ୍ ହେଲା ସମ୍ବଲପୁରର ବୁର୍ଲା ଥାନା । ଦୁଇ ଜଣ ପୋଲିସ କର୍ମଚାରୀ କରୋନା ପୋଜେଟିଭ୍ ଚିହ୍ନଟ ହେବା ପରେ ଏଭଳି ନିଷ୍ପତ୍ତି ନେଇ ପୋଲିସ ପ୍ରଶାସନ । ତେବେ ଆସନ୍ତା ୫ ଦିନ ପାଇଁ ଥାନାକୁ ସିଲ୍ କରାଯିବା ସହ ସାନିଟାଇଜ୍ଇଜ କରାଯାଇଛି ।

ସେହିପରି ଥାନାରୁ କରୋନା ପଜିଟିଭ୍ ଚିହ୍ନଟ ହେବା ସହ ଥାନାର ସମସ୍ତ କର୍ମଚାରୀଙ୍କୁ କ୍ବାରେଣ୍ଟାଇନକୁ ପଠାଇ ଦିଆଯାଇଛି । ଏହା ପୂର୍ବରୁ ବୁର୍ଲା ମେଡିକାଲ ଫାଣ୍ଡି ମଧ୍ୟ ସିଲ୍ ରହିଛି । ଏହା ସହିତ ସଂକ୍ରମିତଙ୍କ ସଂସ୍ପର୍ଶରେ ଆଉ କେଉଁମାନେ ଆସିଛନ୍ତି ସେନେଇ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ସମ୍ପୃକ୍ତ କର୍ମଚାରୀଙ୍କ ରିପୋର୍ଟ ଗତକାଲି ପଜିଟିଭ୍ ଆସିଛି । ଥାନା ସିଲ୍ ଥିବାରୁ ବାହାରେ କାମ ଚାଲିଛି । ସଂକ୍ରମିତ ଦୁଇ ଜଣ ପୋଲିସ କନେଷ୍ଟେବଳ ବୋଲି ଜଣାପଡିଛି ।

   Related Posts