Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ କୋହଲିଙ୍କ ଘୋଷଣା, ଟି-୨୦ ୱାର୍ଲ୍ଡ କପ୍‌ ପରେ ଛାଡ଼ିବେ କ୍ୟାପ୍ଟେନ୍‌ ପଦ
  • ||
  • ସାନଖେମୁଣ୍ଡି : ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର, ଠିକାଦାରଙ୍କଠୁ ନେଉଥିଲେ ୫୦ହଜାର ଟଙ୍କା ଲାଞ୍ଚ
  • ||
  • ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ ଓ ୨୦ରେ ପ୍ରବଳ ବର୍ଷା ସମ୍ଭାବନା : IMD ଡିଜି
  • ||
  • ମାଲକାନଗିରି : ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ, ଛତ୍ରଭଙ୍ଗ ଦେଲେ ମାଓବାଦୀ : କ୍ୟାମ୍ପ୍‌ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଠାବ
  • ||
  • ପୁରୀ : ଶୁକ୍ରବାର ବନ୍ଦ ରହିବ ଶ୍ରୀମନ୍ଦିର, ବିଶେଷ ନୀତି ଯୋଗୁଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ
  • ||
  • ସୋର : ଫୁଲୁଛି କାଂଶ ବାଂଶ ନଦୀ, ବଢୁଛି ଜଳସ୍ତର : ଚିନ୍ତାରେ ତଳିଆ ଅଞ୍ଚଳବାସୀ
  • ||
  • ଖଣ୍ଡପଡା : ରଥିଆ ନାଳରେ ଭାସି ବୃଦ୍ଧ ନିଖୋଜ, ମାଛ ଧରିବାକୁ ଯାଇ ନାଳରେ ଭାସିଯାଇଥିବା ସନ୍ଦେହ
  • ||
  • ଜଗତସିଂହପୁର : ମହାନଦୀ ବନ୍ୟାଜଳରେ ବୁଡି ଗାଡି ଚାଳକ ନିଖୋଜ, ଇଟାଭାଟିକୁ ଯାଉଥିବା ବେଳେ ଅଘଟଣ
  • ||
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||

କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା, ଆସନ୍ତା ୧୧ତାରିଖ ଯାଏଁ ବୁର୍ଲା ଭିସୁଟ୍ ସଟ୍ ଡାଉନ୍

4/07/2020 at 8:53 AM

ସମ୍ବଲପୁର ୪।୭: ଆସନ୍ତା ୧୧ ତାରିଖ ଯାଏଁ ସଟ୍ ଡାଉନ୍ ହେଲା ବୁର୍ଲା ଭିସୁଟ୍ । ୨ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ପରେ ଏହି ପଦକ୍ଷେପ ନେଇଛନ୍ତି ଭିସୁଟ୍ କର୍ତ୍ତୃପକ୍ଷ । ତେବେ ଆଗକୁ ସଂକ୍ରମଣ ଆଶଙ୍କା କରି ଏପରି ପଦକ୍ଷେପ ନିଆଯାଇଛି ।

ପୂର୍ବରୁ ସିଭିଲ ଇଂଜିନିୟରିଂର ଜଣେ ମହିଳା ଆସିଷ୍ଟାଣ୍ଟ ପ୍ରଫେସରଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଥିଲା । ଏବେ ତାଙ୍କ ସଂସ୍ପର୍ଶରେ ଆସିଥିବା ଆଉ କିଛି ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିବା ପରେ କର୍ତ୍ତୃପକ୍ଷ ଏହି ପଦକ୍ଷେପ ନେଇଛନ୍ତି ।

ତେବେ ପୂର୍ବରୁ ସିଭିଲ୍ ଇଂଜିନିୟରିଂର ସମସ୍ତ କର୍ମଚାରୀ କ୍ବାରେଣ୍ଟାଇନରେ ଥିବାବେଳେ ଏବେ ପୁଣି କିଛି ଜଣ କ୍ବାରେଣ୍ଟାଇନରେ ଅଛନ୍ତି ।

   Related Posts