Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଭିନେତା ଆଶିଷ ରାୟଙ୍କ ପରଲୋକ
  • ||
  • ବାତ୍ୟା ‘ନିଭାର୍’ ପ୍ରଭାବରେ ଚେନ୍ନାଇରେ ବର୍ଷା
  • ||
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

ଘର ଭିତରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

2/12/2019 at 11:08 AM

କେନ୍ଦ୍ରାପଡା ୦୨।୧୨ : କେନ୍ଦ୍ରାପଡା ଟାଉନ ଥାନା ଅନ୍ତର୍ଗତ ଖଡିଅଙ୍ଗ ଗାଁରେ ଅଭାବନୀୟ । ଘର ଭିତରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ୫୨ ବର୍ଷିୟା ଅନୁସୟା ସିଂହ ।ମୃତ୍ୟୁର ପ୍ରକୃତ କାରଣ ଜଣାପଡିନଥିବା ବେଳେ ମୃତଦେହ ଜବତ କରି ତଦନ୍ତ ଚଳାଇଛି ପୋଲିସ ।

ସୂଚନାଯୋଗ୍ୟ ଯେ. ଆଜି ସକାଳ ୯ ଟା ସମୟରେ ଘର ଭିତରୁ ହଠାତ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା l ପରିବାର ଲୋକେ ମହିଳା ଜଣଙ୍କ  ନିଆଁରେ ଜଳୁଥିବାର ଦୃଶ୍ୟ ଝରକାରେ ଦେଖିଥିଲେ, ପରେ  ଅଗ୍ନିଶମ ବିଭାଗ ଖବର ପାଇଁ  ନିଆଁକୁ ଆୟତ୍ତ କରିଥିଲା । ନିଆଁରେ  ମହିଳା ଜଣଙ୍କ ସମ୍ପୂର୍ଣ୍ଣ ପୋଡ଼ି ଯାଇଥିଲେ । ପରିବାର ପକ୍ଷରୁ ମୃତ ମହିଳାଙ୍କର ମାନସିକ ବିକୃତି ଥିବା କହିଛନ୍ତି l ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ପହଂଚି ତଦନ୍ତ ଛାନଭିନ ଜାରି ରଖିଛି ।

   Related Posts