Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ସିଂଶାରୀ କଂଗ୍ରେସ କାର୍ଯ୍ୟକର୍ତ୍ତା ସମ୍ମିଳନୀରୁ ଫେରିବାବେଳେ ବସ୍ ଦୁର୍ଘଟଣାଗ୍ରସ୍ତ : ୧୦ ଆହତ,ଜଣେ ଗୁରୁତର

9/01/2019 at 5:37 PM

ଉମରକୋଟ ୯/୧: ସିଂଶାରୀ କଂଗ୍ରେସ କାର୍ଯ୍ୟକର୍ତା ସମ୍ମିଳନୀରୁ ଫେରୁଥିବା ଗାଡ଼ି ସିଂଶାରି ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୦ଜଣ ଆହତ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ଆହତଙ୍କୁ ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

   Related Posts