Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ

21/09/2020 at 3:11 PM

ବାଲେଶ୍ବର୨୧/୯: ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ। ୧୬ ନମ୍ବର ଜାତୀୟ ରାଜପଥର ଖାନନଗର ନିକଟରେ ବାଲେଶ୍ବରରୁ ଭୁବନେଶ୍ବର ଯାଉଥିବା ଏକ ଘରୋଇ ବସ ଦୁର୍ଘଟଣା ହୋଇଛି । ସମାନ ଦିଗରେ ଯାଉଥିବା ଗୋଟିଏ ଟ୍ରକ ସାଇଡ ମାରିବା ଯୋଗୁଁ ବସଟି ରୋଡ୍ ଡିଭାଇଡର ଉପରକୁ ଚଢିଯାଇଥିଲା । ତବେ ବସଟିର ଆଗ ଅଂଶ ଭାଙ୍ଗି ଯାଇଥିଲେ ବି ଯାତ୍ରୀମାନେ କେହି ଗୁରୁତର ଆହତ ହୋଇ ନାହାଁନ୍ତି । କିଛି ସମୟ ପାଇଁ ସେଠାରେ ରାସ୍ତା ଜାମ୍ ହୋଇଯାଇଥିଲା ।

   Related Posts