Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୭୪୦ ଆକ୍ରାନ୍ତ
  • ||
  • ଏସ୍‌ସିବିରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା : ଆଉ ୨ ଜଣଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ
  • ||
  • ନୂଆପଡା : ଭାରସାମ୍ୟ ହରାଇ ଓଲଟିଲା କାର୍, ୩ ଗୁରୁତର
  • ||
  • ଭୁବନେଶ୍ବର : ଭୁବନେଶ୍ବରର ୩ଟି ଶିକ୍ଷାନୁଷ୍ଠାନ ସିଲ୍, ଖୁଲମଖୁଲା କୋଭିଡ୍ ନିୟମର କରିଥିଲେ ଉଲଂଘନ
  • ||
  • ବ୍ରହ୍ମପୁର : ସୁରଟରୁ ଫେରୁଥିଲେ ପ୍ରବାସୀ, ଟ୍ରେନ୍‌ରେ ଚାଲିଗଲା ଜୀବନ
  • ||
  • ଅନୁଗୋଳ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଗୋଟିଏ ପରିବାରର ଜଣେ ମୃତ, ୨ ଆହତ
  • ||
  • ଭୁବନେଶ୍ବର : ‘ହାଇଦର ପାଇଁ ନଥିଲା ପୋଲିସ ସୁରକ୍ଷା ବ୍ୟବସ୍ଥା, କିନ୍ତୁ ପାଖରେ ଥିଲେ ଯୁବତୀ’ – ଲେଖାଶ୍ରୀ
  • ||
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||

ଭାରସାମ୍ୟ ହରାଇ ଓଲଟି ପଡିଲା ବସ୍ : ୩୦ରୁ ଅଧିକ ଯାତ୍ରୀ ଆହତ

7/11/2019 at 7:09 AM

ଢେଙ୍କାନାଳ୭।୧୧ :  ଢେଙ୍କାନାଳ ପୁରୁଣା କଟକ ସମ୍ବଲପୁର ରାସ୍ତାର ହିନ୍ଦୋଳ ଥାନା ପଡା ଗାଁ ଛକ  ନିକଟରେ ସଡକ ଦୁର୍ଘଟଣାଗ୍ରସ୍ତ ହୋଇଛି  । ଦୁ୍ର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା। ଆଜି ଭୋର୍୪ ଟା  ସମୟରେ ଭାରସାମ୍ୟ ହରାଇ ଓଲଟି ପଡିଲା ଯାତ୍ରୀବାହୀ ବସ୍‌ 

ସୂଚନାଯୋଗ୍ୟ ଯେ, । ସମ୍ବଲପୁର ରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏହି ବସରେ ପ୍ରାୟ ୫୦ ଜଣ ଯାତ୍ରୀ ଯାତ୍ରା କରୁଥିଲେ । ସମସ୍ତ ଯାତ୍ରୀଙ୍କ ମଧ୍ୟରୁ ୩୦ରୁ ଅଧିକ ଯାତ୍ରୀ  ଆହତ  ହୋଇଥିବା ବେଳେ ୫ଜଣ ଗୁରୁତର  ହୋଇଛନ୍ତି । ସେମାନଙ୍କୁ ସ୍ଥାନୀୟ ଲୋକେ  ଅଗ୍ନିଶମ ବାହିନୀ ଦ୍ବାରା  ଉଦ୍ଧାର କରିଥିଲେ ।  ସମସ୍ତ ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ହିନ୍ଦୋଳ  ଏବଂ ହତୁରା ମେଡ଼ିକାଲରେ ଭର୍ତି କରାଯାଇଛି। ଏମାନଙ୍କ ମଧ୍ୟରେ ୫ଜଣ ମହିଳା ଏବଂ ୩ଜଣ ଶିଶୁ ଅଛନ୍ତି।

   Related Posts