Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୦୩ କରୋନା ଆକ୍ରାନ୍ତ
  • ||
  • ମେ’ ୧୩ରେ ପିପିଲି ଉପନିର୍ବାଚନ
  • ||
  • ଆଜି ରାତି ୮ରେ ପିଏମ୍‌ ମୋଦୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଉଦଳା : ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ ! ଥାନାରେ ମାମଲା, ଅଭିଯୁକ୍ତ ଫେରାର
  • ||
  • ଲମତାପୁଟ : ୩ଦିନ ପରେ ଯୁବକଙ୍କ ମୃତଦେହ ଉଦ୍ଧାର, ପାତାଳୀ ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ଥିଲେ
  • ||
  • ଉଦଳା : ବାଇକ୍‌କୁ ପିଟିଲା ଟ୍ରାକ୍ଟର, ଅଧ୍ୟାପକଙ୍କ ମୃତ୍ୟୁ, ଟ୍ରାକ୍ଟର ନେଇ ଡ୍ରାଇଭର ଫେରାର
  • ||
  • ଭୁବନେଶ୍ବର : ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚାଲାଣକାରୀ, ୧୨ କିଲୋ ଓଜନର ଜୀବନ୍ତ ବଜ୍ରକାପ୍ତା ସହ ବ୍ୟବସାୟୀ ଗିରଫ
  • ||
  • ଯାଜପୁର ରୋଡ୍ : ରେଳ ଧାରଣାରୁ କିନ୍ନରଙ୍କ ମୃତଦେହ ଉଦ୍ଧାର, ଯୁବକଙ୍କ ସହ ଥିଲା ପ୍ରେମ ସମ୍ପର୍କ
  • ||
  • ବ୍ରହ୍ମପୁର : ଭାରସାମ୍ୟ ହରାଇ ଓଲଟିଲା ‘ଶିବଶମ୍ଭୁ’, ୧୦ ଯାତ୍ରୀ ଆହତ
  • ||
  • ନବରଙ୍ଗପୁର : ନାଇଟ୍ କର୍ଫ୍ୟୁ ବେଳେ ବୁଲାଇଲେ କଳାକନା, ରୂପା ଗହଣା ଲୁଟ୍, ସୁନା ଅଳଙ୍କାର ଚୋରି ବେଳେ ବାଜିଲା ସାଇରନ୍
  • ||

ଟ୍ରକ ଧକ୍କାରେ ଓଲଟିଲା ଯାତ୍ରୀବାହି ବସ୍‌, ଦୁଇ ଗୁରୁତର ପାଞ୍ଚ ଆହତ

8/03/2021 at 8:17 PM

ରାଇରଙ୍ଗପୁର, ୦୮/୦୩: ଟ୍ରକ ଧକ୍କାରେ ରାସ୍ତା କଡ଼କୁ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି । ଏପରି ଅଭାବନୀୟ ଘଟଣା ବିଶୋଇ-କେନ୍ଦୁଝର NH49  ଅଶନା ନିକଟରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି ।

ସୂଚନା ଅନୁଯାୟୀ , ମଧୁସ୍ମିତା ନାମକ ଯାତ୍ରୀବାହୀ ବାସ ପାଲଲହାଡ଼ାରୁ ବାରିପଦା ଯାଉଥିଲା। ଅଶନା ନିକଟରେ ଯାତ୍ରୀ ଓହ୍ଲାଉ ଥିବା ସମୟରେ ପଛପଟୁ ଏକ ଟ୍ରକ ଧକ୍କା ଦେଇଥିଲା । ଫଳରେ ବସଟି ରାସ୍ତା କଡ଼କୁ ଓଲଟି ପଡିଥିଲା।

ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ଥିବା ବେଳେ ପାଞ୍ଚ ଜଣ ଆହତ ହୋଇଥିବା ସୂଚନା ମିଳିଛି। ବିଶୋଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି  ଟ୍ରକକୁ ଜବତ କରିଥିବା ବେଳେ ଟ୍ରକ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି।

   Related Posts