Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ, ୨୦ ଯାତ୍ରୀ ଆହତ

22/12/2020 at 10:15 PM

ରାଉରକେଲା୨୨/୧୨: ମର୍ମନ୍ତୁଦ ବସ ଦୁର୍ଘଟଣା। ରାଉରକେଲାରୁ ରାଞ୍ଚି ଯାଉଥିବା ଅଞ୍ଜଳି ସଙ୍କଟ ମୋଚନ ବସ ଦୁର୍ଘଟଣା। କୁଆଁରମୁଣ୍ଡା ହରିହରପୁର ନିକଟରେ ଭାରସାମ୍ୟ ହରାଇ ଓଲଟିଲା ବସ। ୨୦ ରୁ ଅଧିକ ଯାତ୍ରୀ ଆହତ। ସମସ୍ତ ଆହତଙ୍କୁ କୁଆଁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

   Related Posts