Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||
  • ନୂଆଦିଲ୍ଲୀ : ସନ୍ଦୀପ କଟାରିଆ ହେଲେ ବାଟା ଗ୍ଲୋବାଲର ସିଇଓ, ପ୍ରଥମ ଭାରତୀୟ ଭାବେ ମିଳିଲା ଦାୟିତ୍ୱ
  • ||
  • ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡିଲା ଟାଟା ସୁମୋ, ୨ ଗୁରୁତର
  • ||

ବସ୍ ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ

18/05/2019 at 8:38 AM

ସୋର ୧୮|୫: ବାଲେଶ୍ବର ସୋର ଥାନା ଅଞ୍ଚଳରେ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଅଳ୍ପକେ ବର୍ତ୍ତି ଯାଇଛନ୍ତି ୫୦ ଯାତ୍ରୀ । ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ହୋଇଛି ।

ସୂଚନାଯୋଗ୍ୟ ଯେ, ୧୬ନଂ ଜାତୀୟ ସରା ଉତ୍ତରେଶ୍ବର ଠାରେ ଭୁବନେଶ୍ବରରୁ ଜଳେଶ୍ଵର ଯାଉଥିବାବେଳେ ସାହୁ ନାମକ ବସ୍ ଯାତ୍ରୀଙ୍କୁ ଓହ୍ଲାଇବା ପାଇଁ ଛିଡା ହୋଇଥିଲା। ବସ୍ ପଛରୁ ଏକ ଟ୍ରକ୍ ଧକ୍କା ଦେବାରୁ ବସ୍ ଟି ଓଭରବ୍ରିଜ୍ ତଳକୁ ଖସିବାରୁ ଅଳ୍ପକେ ବର୍ତ୍ତି ଯାଇଛି। ଫଳରେ ବସ୍ ରେ ଥିବା ୫୦ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।

   Related Posts