Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ବସ ସହ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ

10/10/2019 at 9:11 PM

ବଡବିଲ ୧୦।୧୦-  ବସ ସହ ବାଇକ୍ ମୁହାଁମୁହିଁ ଧକ୍କା, ୩ ଜଣ ବାଇକ୍ ଆରୋହୀଙ୍କର  ମୃତ୍ୟୁ ହୋଇଛି । କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା କରଂଜିଆ ବାଲୁକା ନାଳ ନିକଟରେ ଘଟିଛି ଏହି ଅଘଟଣ ।

 ମୃତକ ମାନେ ହଲେ ଶଶାଙ୍ଗ ଗାଁର ଆକାଶ ମହାକୁଡ଼, ସୁନୀଲ ନାୟକ ଓ ବିଲୁଆ ନାୟକ । ଘଟଣା ସ୍ଥଳରେହିଁ ଆକାଶ ଓ ସୁନୀଲଙ୍କ ମୃତ୍ୟୁ ଘଟିଥିବା ବଳେ, ବିଲୁଆକୁ ସଂକଟାପନ୍ନ ଅବସ୍ଥାରେ ଉଦ୍ଧାର କରି ଚମ୍ପୁଆ ଡାକ୍ତରଖାନାକୁ ନିଆଯାଇଥିଲା ।

 ତବେ ସେଠାରେ ତାର ମୃତୁୟ ଘଟିଥିଲା । ତିନି ସାଙ୍ଗ ଗୋଟିଏ ବାଇକରେ କରଂଜିଆକୁ ଅପେରା ଟିକଟ ପାଇଁ ଯାଉଥିବା ସମୟରେ ଭାଲୁକା ନାଳ ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ବିପରୀତ ଦିଗରୁ ଆସୁଥିବା ବୁଲବୁଲ୍ ବସ ସହ ବାଇକ୍‌ ମୁହାଁମୁହିଁ  ଧକ୍କା ହୋଇଥିଲା। ଚମ୍ପୁଆ ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।

   Related Posts