Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ବସ୍‌କୁ ଧକ୍କା ଦେଲା କଣ୍ଟେନର : ୭ ଯାତ୍ରୀ ମୃତ, ୧୩ ଗୁରୁତର

1/10/2021 at 10:15 AM

ଭୋପାଳ,୦୧/୦୧୦: ଭୟଙ୍କର ସଡକ ଦୁର୍ଘଟଣା । ଚାଲିଗଲା ୭ ଯାତ୍ରୀଙ୍କ ଜୀବନ । ଏକ ବସ ଓ କଣ୍ଟେନର ମଧ୍ୟରେ ଦୁର୍ଘଟଣା ଘଟିବା ଦ୍ୱାରା ୭ ଜଣ ପ୍ରାଣ ହରାଇଥିବା ବେଳେ ୧୩ ଜଣ ଗୁରୁତର ହୋଇଛନ୍ତି ।

ସୂଚନାନୁସାରେ, ମଧ୍ୟପ୍ରଦେଶ ଭିଣ୍ଡ୍ ନିକଟବର୍ତ୍ତୀ ଭିରଖାଦି ଗ୍ରାମରେ ଏହି ଦୁର୍ଘଟଣା ଘଟିଛି । ବସଟି ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଏକ କଣ୍ଟେନର ଏହାକୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ୭ ଜଣ ପ୍ରାଣ ହରାଇଥିଲେ । ଏହାସହ ୧୩ ଜଣ ଆହତ ହୋଇଛନ୍ତି ।

ଗୁରୁତରଙ୍କ ମଧ୍ୟରେ ୪ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସମସ୍ତ ଆହତଙ୍କୁ  ଗ୍ୱାଲିଅରରେ ଭର୍ତ୍ତି କରାଯାଇଛି । ତେବେ ଘଟଣାର ତଦନ୍ତ ଚାଲିଥିବା ନେଇ ଭିଣ୍ଡ୍ ଏସପି ମନୋଜ ସିଂ କହିଛନ୍ତି ।

   Related Posts