Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଭାରସାମ୍ୟ ହରାଇ ପୋଲ କଡ଼କୁ ଚାଲିଗଲା ବସ୍ , ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ

11/09/2020 at 7:42 AM

ଅନୁଗୁଳ ୧୧।୦୯: ଅନୁଗୁଳ ଜିଲ୍ଲା ବଡ଼କେରା ନିକଟରେ ବସ ଦୁର୍ଘଟଣା । ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ । ଭାରସାମ୍ୟ ହରାଇ ପୋଲ କଡ଼କୁ ଚାଲିଯାଇଛି ବସ୍ ।

ଖବର ଅନୁଯାୟୀ. ଏକ ଘରୋଇ ବସ ବୁର୍ଲାରୁ ଭୁବନେଶ୍ଵର ଯାଉଥିଲା ବେଳେ ଭାରସାମ୍ୟ ହରାଇ ପୋଲ କଡ଼କୁ ଚାଲିଯାଇଛି । ଭୋର ୩ଟାରେ ସମୟରେ ଏହି ଦୁର୍ଘଟଣା ଘଟିଛି । NH-55 ରାସ୍ତା ଖରାପ ଏବଂ ରାସ୍ତାକାମ ଚାଲୁଥିବାରୁ ଦୁର୍ଘଟଣା ଘଟିଥିବା ଜଣାପଡିଛି। ନାଇଟ ବସ୍ ର ଡ୍ରାଇଭର ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଯାତ୍ରୀମାନଙ୍କୁ ଅନ୍ୟ ଗାଡ଼ିରେ ଭୁବନେଶ୍ୱର ଅଭିମୁଖେ ପଠାଯାଇଛି ।

   Related Posts