Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଗୁମ୍ମା ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଆହତଙ୍କୁ ମେଡିକାଲରେ ଭର୍ତ୍ତି

10/09/2020 at 2:35 PM

ରାୟଗଡା ୧୦।୦୯: ଗୁମ୍ମା ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍‌ । ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ଶ୍ରମିକଙ୍କୁ ନେଇ ତାମିଲନାଡୁ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୪ଜଣ ଶ୍ରମିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଆଜି ଅପରାହ୍ନ ସମୟରେ ଏକ ଯାତ୍ରୀବାହୀବସ୍‌ ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ କିଛି ଶ୍ରମିକଙ୍କୁ ନେଇ ତାମିଲନାଡୁ ଅଭିମୁଖେ ଯାଉଥିଲା । କିନ୍ତୁ ରାୟଗଡ଼ା ଗୁମ୍ମା ଘାଟି ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟିପଡିଛି । ଯାହାଫଳରେ କି ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୪ଜଣ ଆହତ ହୋଇଥିବା ଜଣାପଡିଛି । ତେବେ ଆହତମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାରେ କୌଣସି ବ୍ୟକ୍ତି ଗୁରୁତର ଥିବା ଜଣାପଡିନାହିଁ । ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଶ୍ରମିକମାନେ ।

   Related Posts