Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୨୨ କୋଭିଡ୍ ସଂକ୍ରମିତ, ୩୩୩୫୬୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ରାସ୍ତାରେ ଠିଆ ହୋଇଥିବା ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବସ୍, ୫ ଯାତ୍ରୀ ଗୁରୁତର
  • ||
  • ଯାଜପୁର : ରାସ୍ତା ପାର ହେଉଥିବା ବେଳେ ମାଡିଗଲା ଟ୍ରାକ୍ଟର, ଚାଲିଗଲା ବୃଦ୍ଧାଙ୍କ ଜୀବନ
  • ||
  • ସୋନପୁର : ସାମାନ୍ୟ ପାଟିତୁଣ୍ଡରୁ ହତ୍ୟା, ବାପାକୁ ମାରି ପୋତିଦେଲା ପୁଅ !
  • ||
  • ଝାରସୁଗୁଡା : ପରିବାରର ୪ ଜଣଙ୍କୁ ପୋଡି ମାରିବା ଉଦ୍ୟମ ଘଟଣା, ଚିକିତ୍ସାଧୀନ ଅବସ୍ଥାରେ ନାବାଳିକାର ମୃତ୍ୟୁ
  • ||
  • ପୁଣି ଲଜ୍ଜା : ଯୁବତୀଙ୍କୁ କାମ କରିବାକୁ ଡାକିନେଇ ଗଣଦୁଷ୍କର୍ମ, ଥାନାରେ ଏତଲା ଦେଲେ ପୀଡିତା
  • ||

ଓଲଟିଲା ଯାତ୍ରୀବାହୀ ବସ୍ , ୧୨ରୁ ଅଧିକ ଆହତ

19/06/2020 at 7:41 AM

ମୋହନା ୧୯।୦୬: ଯାତ୍ରାବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ।  ମୋହନା ଅନ୍ତର୍ଗତ ଅଡବା ଥାନା ଖ୍ରୀଷ୍ଟପୁର ଗାଁ ନିକଟରେ ଓଲଟିଲା ବସ୍‌ । ଦୁର୍ଘଟଣାରେ ୧୨ଜଣରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ସେମାନଙ୍କୁ ନିକଟସ୍ଥ ମେଡିକାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାୟଗଡାରୁ କଟକ ଯାତ୍ରୀ ନେଇ ଯାଉଥିଲା ଯାତ୍ରୀବାହୀ ବସ୍‌ । କିନ୍ତୁ ଅଡ଼ବା ଥାନା ଖ୍ରୀଷ୍ଟପୁର ଗାଁର ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌ । ଯାହାଫଳରେ ଗାଡି ଥିବା ଯାତ୍ରୀଙ୍କ ମଧ୍ୟରୁ ୧୨ଜଣ ଆହତ ହୋଇଛନ୍ତି । ସେମାନଙ୍କ ନିକଟସ୍ଥ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି । ତେବେ ସେମାନଙ୍କ ମଧ୍ୟରୁ କିଛି ଲୋକଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ସ୍ଥିତ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

   Related Posts