Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟିପଡିଲା ଟ୍ରକ, ଜଣେ ମୃତ

30/04/2020 at 8:28 AM

ସାନଖେମୁଣ୍ଡି ୩୦।୦୪: ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଲା ଟ୍ରକ । ଗଞ୍ଜାମ ଜିଲ୍ଲା ପାଟପୁର ଥାନା ତପ୍ତପାଣି ମୃଗ ବିହାର ସମ୍ମୁଖରେ ଟ୍ରକ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ପାଟପୁର ଥାନା ତପ୍ତପାଣି ମୃଗ ବିହାର ସମ୍ମୁଖରେ ଟ୍ରକ ଦୁର୍ଘଟଣା ଗ୍ରସ୍ତ । ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଲା ଟ୍ରକ । ଟ୍ରକ ତଳେ ଚାପି ହୋଇ ଡ୍ରାଇଭର ମୃତ । ଖବରପାଇ ଘଟଣାସ୍ଥଳରେ ଦମକଳବାହିନୀ ଓ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛନ୍ତି ।

   Related Posts