Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଭାରସାମ୍ୟ ହରାଇ ଓଲଟିଲା ‘ରଘୁନାଥ’ ବସ୍, ବଡମ୍ବାରୁ ଯାଉଥିଲା ଜୟପୁର

30/01/2021 at 8:09 AM

ମୁନିଗୁଡା ୩୦।୦୧: ଓଲଟିଲା ଯାତ୍ରୀବାହୀ ବସ୍‌ । ରାୟଗଡ଼ା ଜିଲ୍ଲା ବିଷମକଟକ ଥାନା ମୁନିଗା ନିକଟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୫ଜଣ ଆହତ ହୋଇଥିବା ସୂଚନା ମିଳିଛି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି ।

ଖବର ଅନୁଯାୟୀ, ଯାତ୍ରୀଙ୍କୁ ନେଇ ବସ୍‌ଟି ବଡମ୍ବାରୁ ଜୟପୁର ଅଭିମୁଖେ ଯାଉଥିଲା ‘ରଘୁନାଥ’ ବସ୍ । କିନ୍ତୁ ରାୟଗଡ଼ା ଜିଲ୍ଲା ବିଷମକଟକ ଥାନା ମୁନିଗା ନିକଟରେ ଭାରସାମ୍ୟ ହରାଇ ଓଲଟିପଡିଛି । ଯାହାଫଳରେ କି ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୫ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଛି । ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟଲୋକ ଘଟଣାସ୍ଥଳରେ ପହଞ୍ଚି ନିକଟସ୍ଥ ପୋଲିସ ଷ୍ଟେସନକୁ ଜଣାଇଥିଲା ।

   Related Posts