Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ବାଇକକୁ ଧକ୍କା ଦେଇ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଲା ଯାତ୍ରୀବାହୀ ବସ୍; ବାଇକ ଚାଳକ ମୃତ, ୧୦ରୁ ଅଧିକ ଆହତ

25/11/2018 at 2:16 PM

ବାରିପଦା ୨୫/୧୧ : କେଉଁଝରରୁ ବାରିପଦା ଯାଉଥିଲା ସର୍ଣ୍ଣଲକ୍ଷ୍ମୀ ନାମକ ଯାତ୍ରୀବାହୀ ବସ୍ । ବାଙ୍ଗ୍ରିପୋଷି ଥାନା ଅନ୍ତର୍ଗତ ବାଲିଆଠାରେ ଏକ ବାଇକକୁ ପଛପଟୁ ଧକ୍କା ଦେଇଥିଲା ବସ । ବାଇକକୁ ଧକ୍କା ଦେଇ ବସଟି ଭାରସାମ୍ୟ ହରାଇ ରାଜପଥ କଡ଼କୁ ଓଲଟି ଯାଇଥିଲା । ବାଇକକୁ ଧକ୍କା ଦେବା ଫଳରେ ବାଇକ ଚାଳକ ମୃତ୍ୟୁ ହୋଇଛି । ବସ ଓଲଟି ୧୦ ରୁ ଅଧିକ ଜଣ ଆହାତ ହୋଇଛନ୍ତି । ସମସ୍ତଙ୍କୁ ସ୍ଥାନୀୟ ପୋଲିସ ଓ ଜନ ସାଧାରଣଙ୍କ ସହାୟତାରେ ବାରିପଦା ମୂଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ।

   Related Posts