Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ : ବାପାଙ୍କ ଅନ୍ତିମ ସଂସ୍କାର ସାରି ଫେରୁଥିବା ବେଳେ ଅଧାବାଟରେ ଚାଲିଗଲା ପୁଅର ଜୀବନ
  • ||
  • ସୋର : ପୋଡିହୋଇ ମହିଳାଙ୍କ ମୁତ୍ୟୁ, ଘରଠାରୁ ୧୦୦ମି. ଦୂର କୁକୁଡା ଫାର୍ମ ପଛପଟୁ ଉଦ୍ଧାର ହେଲା ମୃତଦେହ
  • ||
  • ଲମତାପୁଟ : ନିଜକୁ ଗୁଳି କରି ବିଏସ୍‌ଏଫ୍‌ ଯବାନଙ୍କ ଆତ୍ମହତ୍ୟା !
  • ||
  • ଖଲ୍ଲିକୋଟ : ଧାନ କିଣା ଯାଉନଥିବା ପ୍ରତିବାଦରେ ରାସ୍ତାରୋକ କଲେ ଚାଷୀ, ପାନୀୟ ଜଳ ଯୋଗାଣ ବାଧାପ୍ରାପ୍ତ
  • ||
  • ପୁର : ଶ୍ରୀମନ୍ଦିରରେ ପଡିଲା ରକ୍ତ ଛିଟା, ମହାପ୍ରଭୁଙ୍କର ହେଲା ମହାସ୍ନାନ
  • ||
  • ଆଜିଠୁ ପୁରୀରେ ‘ମୋ ଧାମ ମୋ ଗର୍ବ’ କାର୍ଯ୍ୟକ୍ରମ, ପ୍ରତି ଶନିବାର ଚାଲିବ ବଡଦାଣ୍ଡ ସେବା
  • ||
  • ଧର୍ମଗଡ଼ : ବିବାହିତ ମହିଳାଙ୍କୁ ମାରି ପୋଡିଦେଲେ ! ଜଙ୍ଗଲରୁ ମିଳିଲା ଅର୍ଦ୍ଧଦଗ୍ଧ ମୃତଦେହ
  • ||
  • ଜଳେଶ୍ୱର : ପୂଜା ଭୋଜି ଓ ଭୋଗ ଖାଇ ୧୫୦ ଅସୁସ୍ଥ, ବିଭିନ୍ନ ମେଡିକାଲରେ ଚିକିତ୍ସା ଜାରି
  • ||
  • ଶେରଗଡ : ଭୟାବହ ଅଗ୍ନିକାଣ୍ଡ, ୯୦ ଛେଳି ଜୀଅନ୍ତା ଜଳିଗଲେ
  • ||

ରାଇରଙ୍ଗପୁରରେ ବାଇକ୍କୁ ଧକ୍କା ଦେଲା ବସ୍ ; ଜଣେ ମୃତ, ୨ ଗୁରୁତର

31/08/2018 at 1:15 AM

ରାଇରଙ୍ଗପୁର ୩୧/୮ : ରାଇରଙ୍ଗପୁରରେ କଲେଜ ଛକ ନିକଟରେ ବାଇକକୁ ଧକ୍କା ଦେଲା ବସ | ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଥିବା ଜଣାପଡିଛି | ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ଦୁଇଜଣଙ୍କୁ ଗୁରୁତର ଅବସ୍ଥାରେ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତ ମହିଳାଙ୍କ ପରିଚୟ ଏବେ ଯାଇଁ ମିଳିପାରିନାହିଁ | ଦୁଇ ଗୁରୁତର ହେଲେ ବାଦାମପାହାଡ଼ ଥାନା ଦୁମୁରିଆ ଗ୍ରାମର ସୁମି ମାରାଣ୍ଡି ଓ ସିଙ୍ଗରାଇ ମାରାଣ୍ଡି । ଦୁର୍ଘଟଣା ପରେ ବସ ଡ୍ରାଇଭର ବସ ଛାଡି ଫେରାର ହୋଇଯାଇଛି | ରାଇରଙ୍ଗପୁର କଲେଜ ଛକ ନିକଟରେ ଥିବା ପେଟ୍ରୋଲ ପମ୍ପରୁ ପେଟ୍ରୋଲ ପୁରାଇ ହଠାତ ମୁଖ୍ୟ ରାସ୍ତାକୁ ଆସିଯାଇଥିଲେ | ସେହି ସମୟରେ କରଞ୍ଜିଆରୁ ଟାଟା ଯାଉଥିବା ଵସ ଏମାନଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇଥିଲା । ଦୁର୍ଘଟଣା ପରେ ସ୍ଥାନୀୟ ଅଂଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା | ପୁଲିସ ପହଂଚି ବୁଝା ସୁଝା କରିଥିଲା।

   Related Posts