Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗାଙ୍ଗୁଲିଙ୍କୁ ହରାଇଲେ ଶାହ : ୧ ରନରେ ପରାସ୍ତ ହେଲା ଦାଦାଙ୍କ ଟିମ୍
  • ||
  • ବାତ୍ୟା ପାଇଁ ଟ୍ରେନ ବାତିଲ, ଯାତ୍ରୀଙ୍କୁ ଟ୍ରେନର ଷ୍ଟକ୍ ରଖିବାକୁ ଅନୁରୋଧ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୩ କରୋନା ସଂକ୍ରମିତ, ୧୦୫୦୦୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଚିଲିକାରେ ବଢୁଛି ବର୍ଷା ଓ ପବନ, ରାସ୍ତାଘାଟ ଖାଁ ଖାଁ
  • ||
  • ଅନୁଗୁଳ : ଟ୍ରକ-ଇନୋଭା ମୁହାଁମୁହିଁ ଧକ୍କା, ୨ ମୃତ
  • ||
  • ନୟାଗଡ : ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ ଯୋଗାଣ ଅଧିକାରୀ, ଏକାସାଙ୍ଗେ ୬ଟି ସ୍ଥାନରେ ରେଡ୍
  • ||
  • ପୃଥିବୀକୁ ବଡ ବିପଦ ! ମାଡି ଆସୁଛି ଗ୍ରହାଣୁ, ମାଡ ହେଲେ ପରମାଣୁ ବୋମାଠୁ ଭୟଙ୍କର ବିସ୍ଫୋରଣ
  • ||
  • ଯବାନଙ୍କ ଆତ୍ମହତ୍ୟା, ସର୍ଭିସ ରାଇଫଲରୁ ଗୁଳି ଚଳାଇ ହାରିଲେ ଜୀବନ
  • ||
  • ଜଗତସିଂହପୁରରେ ଲାଗି ରହିଛି ବର୍ଷା, ବାତ୍ୟା ମୁକାବିଲା ପାଇଁ ସଜାଗ ପ୍ରଶାସନ
  • ||
  • ଜଓ୍ୱାଦ ପ୍ରଭାବ : ମାଡି ଆସିବ ସମୁଦ୍ର, ଉଠିବ ବଡ ଜୁଆର
  • ||

ପୁଣି ଏକ ବସ ଦୁର୍ଘଟଣା; ୧୫ ଆହତ

21/11/2018 at 4:24 PM

ବଣେଇ ୨୧/୧୧ : ପାଲଲହଡାରୁ ରାଉରକେଲା ଯାଉଥିବା ଏକ ଯାତ୍ରୀବାହୀ ବସ ଜଗଦମ୍ବା ଲହୁଣୀ ପାଦ ନିକଟ ଖୁଟ ଗାଁରେ ଟ୍ରକ ସହ ଧକ୍କା ହୋଇଛି | ଫଳରେ ୧୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି | ମୃତକଙ୍କ ପରିଚୟ ମିଳିନାହିଁ | ଆହତମାନଙ୍କୁ ବଣେଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି |

   Related Posts