Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ଖୋର୍ଦ୍ଧାରେ ଭାରସାମ୍ୟ ହରେଇ ଓଲଟିଲା ଘରୋଇ ବସ୍ : ୧୫ ଆହତ

10/06/2019 at 1:50 PM

 ଖୋର୍ଦ୍ଧା ୧୦/୬: ୫୭ ନମ୍ବର ଜାତୀୟ ରାଜପଥର ଜାଗୁଳିପଟଣା ଛକ ନିକଟରେ ଭାରସାମ୍ୟ ହରେଇ ଓଲଟିଲା ଘରୋଇ ବସ ବେବି ଅଣ୍ଣ ବେବି। ବସଟି ଭୁବନେଶ୍ବରରୁ ନୟାଗଡ ଅଭିମୁଖେ ଯାଉଥିଲା । ଏଥିରେ ଥିବା ୫୦ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୫ ଜଣ ଦୁର୍ଘଟଣାରେ ଆହତ ହୋଇଛନ୍ତି।

ଆହତ ମାନଙ୍କୁ ଚିକିତ୍ସା ପାଇଁ ଖୋର୍ଦ୍ଧା ମେଡିକାଲକୁ ପଠାଯାଇଛି। ଖୋର୍ଦ୍ଧା ପୋଲିସ ଘଟଣାର ତଦନ୍ତ କରୁଛି।

   Related Posts