Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ଓଲଟିଲା ରାଉରକେଲାରୁ ପୋଲସରା ଯାଉଥିବା ବସ୍‌ -୧୨ ଆହତ

26/09/2019 at 8:44 PM

ସୁନ୍ଦରଗଡ – ରାଉରକେଲାରୁ ପୋଲସରା ଯାଉଥିବା ମା ବରାଳ ଦେବୀ ବସ୍‌ ଓଲଟି ପଡିଛି । ସୁନ୍ଦରଗଡର ବିରିଙ୍ଗିଟୋଲି ନିକଟରେ ଏହି ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଜଣେ ମଟର ସାଇକେଲ୍‌ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ପ୍ରାଥମିକ ସୂଚନା ମିଳିଛି ।

ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

   Related Posts