Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଣତନ୍ତ୍ର ଦିବସ ପୂର୍ବରୁ ଦିଲ୍ଲୀ ପୋଲିସକୁ ବଡ ଧରଣର ସଫଳତା, ଅବୈଧ ଅସ୍ତ୍ରଶସ୍ତ୍ର ସହ ୨ଜଣ ଗିରଫ
  • ||
  • ଗଣତନ୍ତ୍ର ଦିବସରେ ୩୮୪ଜଣଙ୍କୁ ମିଳିବ ବୀରତା ପୁରସ୍କାର, ଘୋଷଣା କଲେ ରାଷ୍ଟ୍ରପତି
  • ||
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||

କମିଲା ବସ ଭଡା: ଅର୍ଡିନାରୀ ଓ ଏକ୍ସପ୍ରେସ୍ କିମି ପିଛା ୧ ପଇସା ହ୍ରାସ

6/03/2020 at 4:23 PM

ଭୁବନେଶ୍ୱର  ୦୬|୦୩   ରାଜ୍ୟ ସରକାର ବସ ଭଡା ହ୍ରାସ କରିଛନ୍ତି। ଅର୍ଡିନାରୀ ଓ ଏକ୍ସପ୍ରେସ ବସଭଡା ୧ ପଇସା କମିଥିବା ବେଳେ ଡିଲକ୍ସ ଓ ଏସି ଡିଲକ୍ସ ଭଡା ୨ ପଇସା ହ୍ରାସ କରାଯାଇଛି।

ଅର୍ଡିନାରୀ ବସ ଭଡା ୬୯ରୁ ୬୮ ପଇସା  ଓ ଏକ୍ସପ୍ରେସ ବସ ଭଡା କିମି ପିଛା ୭୨ ଟଙ୍କାରୁ ୭୧ ଟଙ୍କାରୁ ହ୍ରାସ ପାଇଛି। ସେହିପରି ଡିଲକ୍ସ ବସ ଭଡା ୯୯ରୁ ୯୭ ପଇସାକୁ ହ୍ରାସ ପାଇଥିବା ବେଳେ ଏସି ଡିଲକ୍ସ ବସ ଭଡା ୧ଟା ୨୧ ପଇସାରୁ ୧ ଟଙ୍କା ୧୯ ପଇସାକୁ କମ ହୋଇଛି।

   Related Posts