Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଲା ବସ୍

1/07/2019 at 10:28 AM

ଜୟପୁର ୧/୭ : ଆନ୍ଧ୍ରପ୍ରଦେଶ ପୂର୍ବ ଗୋଦବରୀ ଜିଲ୍ଲାରେ ଓଡିଶା ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଲା ବସ୍ । ହାଇଦ୍ରାବାଦରୁ ଜୟପୁର ଆସୁଥିଲା ଗୁପ୍ତା ନାମକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଜଣେ ଯାତ୍ରୀ ଗୁରୁତର ଅଛନ୍ତି । ଅନ୍ୟ ସମସ୍ତ ଯାତ୍ରୀ ଅଳ୍ପକେ ବର୍ତ୍ତୀ ଯାଇଛନ୍ତି ।

   Related Posts