Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

CABକୁ ନେଇ ବିରୋଧ ଜାରି : ରାଜଧାନୀରେ ବସ୍‌ ଜାଳିଦେଲେ ପ୍ରଦର୍ଶନକାରୀ

15/12/2019 at 5:37 PM

ନୂଆଦିଲ୍ଲୀ ୧୫।୧୨: ନାଗରିକତା ସଂଶୋଧନ ବିଲ୍‌କୁ ବେଳକୁ ବେଳ ଉଗ୍ରରୂପ ନେଉଛି  ଆନ୍ଦୋଳନ। ଦିଲ୍ଲୀର ଭରତ ନଗର ଅଞ୍ଚଳରେ ଚାଲିଥିବା ଆନ୍ଦୋଳନ ଭୟଙ୍କର ରୂପ ନେଇଛି । ବିଲ୍‌କୁ ବିରୋଧ କରି ପ୍ରଦର୍ଶନ କରୁଥିବା ଆନ୍ଦୋଳନକାରୀମାନେ କିଛି ବସ୍‌କୁ ନିଆଁ ଲଗାଇଦେଇଛନ୍ତି ।

ଘଟଣାସ୍ଥଳରେ ନିଆଁଲିଭା କାର୍ଯ୍ୟରେ ଅଗ୍ନିଶମ ବାହିନୀର ୪ଟି ଦମକଳ ଗାଡି ନିୟୋଜିତ ଅଛନ୍ତି । ତେବେ ନିଆଁ ଲିଭା ପାଇଁ ଯାଇଥିବା ଅଗ୍ନିଶମ ବାହିନୀର କର୍ମଚାରୀଙ୍କ ଉପରକୁ ଆନ୍ଦୋଳନକାରୀମାନେ ପଥରମାଡ କରିଥିବା ସୂଚନା।

   Related Posts