Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶର ୪ଟି ସ୍ଥାନରେ ପ୍ରତିଷ୍ଠା ହେବ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ, ଭୁବନେଶ୍ଵରରେ ପ୍ରତିଷ୍ଠା କରିବାକୁ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
  • ||
  • ବଦଳିଲେ ପୋଲିସ କମିଶନର, ସୁଧାଂଶୁଙ୍କ ଜାଗା ନେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ
  • ||
  • ବ୍ରହ୍ମପୁର : ଜମିଜମା ବିବାଦରୁ ବିଧବା ମହିଳାଙ୍କୁ ବୀଭତ୍ସ ହତ୍ୟା
  • ||
  • କଟକ : SCBରେ ମହିଳା ରୋଗୀଙ୍କ ଉପରେ ଖସିପଡିଲା ଫ୍ୟାନ୍, ଆଇସିୟୁରେ ଭର୍ତ୍ତି
  • ||
  • ଭୁବନେଶ୍ବର : ଆନ୍ତର୍ଜାତୀୟ ମହିଳା ଦିବସରେ ବିଜେଡିର ମହିଳା ସମାବେଶ, ମୁଖ୍ୟମନ୍ତ୍ରୀ କହିଲେ ମା’ମାନେ ଆଜନ୍ମ ନେତ୍ରୀ
  • ||
  • ଭୁବନେଶ୍ବର : ଗଠନ ହେଲା ୯ଜଣିଆ ଟାସ୍କ ଫୋର୍ସ, ଆୟତ୍ତ କରିବେ ନିଆଁ
  • ||
  • ବଲାଙ୍ଗିର : ରକ୍ତ ପାଇଁ ଗଲା ଜୀବନ ! ରୋଗୀ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା
  • ||
  • ସମ୍ବଲପୁର : ଜଙ୍ଗଲକୁ ଗଲେ ଠିକଣା ରଖିବ ବନ ବିଭାଗ, ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେଲେ ମିଳିବ ୫ହଜାର
  • ||
  • ସୁନ୍ଦରଗଡ : ବାଲି ଗଦାରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ପାରାଦୀପ : ଟ୍ରେନ୍ ଲାଇନ୍ କଡରୁ ମୃତଦେହ ଉଦ୍ଧାର, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||

ବାଲେଶ୍ବର ଫିରିଙ୍ଗପାଟଣାରେ ଗୁଳିକାଣ୍ଡରେ ଜଣଙ୍କର ମୃତ୍ୟୁ

2/09/2018 at 11:06 AM

ବାଲେଶ୍ବର ୨|୯: ବାଲେଶ୍ବର ଫିରିଙ୍ଗପାଟଣାରେ ଗୁଳିକାଣ୍ଡ । ଗୁଳିକାଣ୍ଡରେ ଯୁବ ବ୍ୟବସାୟୀ ମାନସ ଦାସଙ୍କ ମୃତ୍ୟୁ । ଗତକାଲି ରାତିରେ ରେମୁଣା ଗୋଲାଇ ନିକଟରେ ଏଚଆର୍ ଟ୍ରାନ୍ସପୋର୍ଟର ମାଲିକ ପ୍ରସନ୍ନ ପଣ୍ଡାଙ୍କ ସହ କଥାହେଉଥିଲେ ମାନସ । ଏତିକିବେଳେ କେହି ଜଣେ ଦୁର୍ବୃତ୍ତ ତାଙ୍କୁ ପଛପଟୁ ଗୁଳିମାଡ କରିଥିଲା । ତିନୋଟି ଗୁଳି ତାଙ୍କର ମୁଣ୍ଡ , ଛାତି ଓ ହାତରେ ଗୁଳି ବାଜିଥିଲା । ରକ୍ତ ଜୁଡୁବୁଡୁ ଅବସ୍ଥାରେ ମାନସଙ୍କୁ ଡାକ୍ତରଖାନାକୁ ଅଣାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡ ହେ।ଇଥିବା ଅନୁମାନ କରାଯାଉଛି । ପେ।ଲିସ ସୁରଜ ହୋଟେଲରେ ଲାଗିଥିବା ସିସିଟିଭି ଫୁଟେଜ, ଫିରିଙ୍ଗିପାଟଣାରେ ଜଣେ ବ୍ୟକ୍ତିଙ୍କ ଘରେ ଲାଗିଥିବା ସିସିଟିଭିକୁ ଆଧାର କରି ତଦନ୍ତ କରୁଛି ।

   Related Posts