Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ବୁଧବାର ମୁଖ୍ଯ ଅଭିଯୁକ୍ତ ବିବନର ହେବ ଟିଆଇ ପରେଡ
  • ||
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ମୁଖ୍ଯ ଅଭିଯୁକ୍ତ ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ
  • ||
  • ଆଠଗଡ : ଟାୟାର ଫାଟି ଓଲଟିଲା ଟ୍ରକ୍, ଡ୍ରାଇଭର ଆହତ
  • ||
  • ବାଲେଶ୍ବର : ସୋସିଆଲ୍ ମିଡିଆରେ ସ୍ତ୍ରୀର ଉଲଗ୍ନ ଫଟୋ : ସ୍ବାମୀକୁ ଗିରଫ କରି ଦଫା ଲଗାଇଛି ପୋଲିସ, ଅଭିଯୁକ୍ତ କହୁଛି- ମୁଁ ଅପଲୋଡ୍ କରିନି
  • ||
  • ନୂଆପଡା : ୫ ଡକାୟତ ଗିରଫ, ଲୁଟ୍ ହୋଇଥିବା ଟଙ୍କା ସହ ଅଳଙ୍କାର ଜବତ
  • ||
  • ଭୁବନେଶ୍ବର : ୧୦ ବରିଷ୍ଠ ଅଧିକାରୀଙ୍କୁ ୧୦ ଜିଲ୍ଲା ଦାୟିତ୍ବ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୭ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ଭିସୁଟ୍‌ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ରିପୋର୍ଟ ଥିଲା ଭୁଲ୍, ଆଣ୍ଟିଜେନ୍ କିଟ୍ ଖରାପରୁ ୨୫ଜଣଙ୍କର ରିପୋର୍ଟ ଆସିଥିଲା ପଜିଟିଭ୍
  • ||
  • କୋରାପୁଟ : ଜବତ ହେଲା ୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ୍, ୩ ଅଟକ
  • ||

ବହୁ ଚର୍ଚ୍ଚିତ ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ୫ ଅଭିଯୁକ୍ତ ଗିରଫ, ଗୁଳି କରି କରିଥିଲେ ହତ୍ୟା

25/01/2021 at 5:52 PM

ବ୍ରହ୍ମପୁର୨୫/୧: ବହୁ ଚର୍ଚ୍ଚିତ ବେଗୁନିଆପଡାର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଦେବରାଜ ସାହୁଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ। ଏହି ହତ୍ୟା ଘଟଣାରେ ଗଞ୍ଜାମ ପୋଲିସକୁ ମିଳିଛି। ଏହି ଘଟଣାରେ ୫ ଜଣ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଗତ ୨୦ ତାରିଖରେ ଚା ଦୋକାନରେ ବସିଥିବା ବେଳେ ଦେବରାଜଙ୍କୁ ଗୁଳି କରି ହତ୍ୟା କରିଥିଲେ ଦୁର୍ବୃତ୍ତ। ବ୍ୟକ୍ତିଗତ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ ହତ୍ୟା କରିଥିବା ଗଞ୍ଜାମ ଏସ୍‌ପି ସୂଚନା ଦେଇଥିଲେ।

ଏହି ହତ୍ୟା ଘଟଣାରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ। ହତ୍ୟାକାରୀ ଖୁବ ଶୀଘ୍ର ଗରିଫ ହେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏ ନେଇ ଗଞ୍ଜାମର ଅତିରିକ୍ତ ଏସ୍‌ପିଙ୍କୁ ନେତୃତ୍ବରେ ଏକ ସ୍ବତନ୍ତ୍ର ଟିମ୍ ଗଠନ ହୋଇଥିଲା। ଯେଉଁଥିରେ ୨ ଜଣ ଏସ୍‌ଡିପିଓ ଏବଂ ୪ ଜଣ ଥାନା ଅଧିକାରୀ ସାମିଲ ଥିଲେ। ଏହାପରେ ଆରମ୍ଭ ହୋଇଥିଲା, ତନାଘନା। ଶେଷରେ ୫ ଜଣ ଅଭିଯୁକ୍ତକୁ ଗଞ୍ଜାମ ପୋଲିସ ଗିରଫ କରିଛି।

   Related Posts