Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ବ୍ୟୋମକେଶ ହେଲେ ଯୁବ ସଭାପତି, ଦେବୀ ରଞ୍ଜନଙ୍କ ହାତରେ ଛାତ୍ର ସଂଗଠନର ଦାୟିତ୍ବ

27/09/2020 at 9:05 PM

ଭୁବନେଶ୍ୱର୨୭/୯: ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୨ ଯୁବ ନେତାଙ୍କ ହାତରେ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି। ଦୁଇ ଯୁବ ବିଧାୟକଙ୍କ ହାତରେ ଦେଇଛନ୍ତି ଦଳର ଯୁବ-ଛାତ୍ର ବାହିନୀର ଦାୟିତ୍ୱ । ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କୁ ବିଜୁ ଯୁବ ଜନତା ଦଳର ସଭାପତି ଦାୟିତ୍ୱ ଦିଆଯାଇଥିବେଳେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କୁ ବିଜୁ ଛାତ୍ର ଜନତା ଦଳର ସଭାପତି ଭାବେ ନୂଆ ଦାୟିତ୍ୱ ଦିଆଯାଇଛି । ତେବେ ବ୍ୟୋମକେଶ ପୂର୍ବରୁ ଛାତ୍ର ସଭାପତି ଦାୟିତ୍ୱ ତୁଲାଇଥିବା ବେଳେ ସେହିଭଳି ବିଧାୟକ ନିର୍ବାଚିତ ପୂର୍ବରୁ ଦେବୀ ରଞ୍ଜନ ତ୍ରିପାଠୀ ମଧ୍ୟ ଛାତ୍ର ବାହିନୀର କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ୱ ତୁଲାଉଥିଲେ ।

   Related Posts