Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ସିଏଏ ଓ ଏନଆରସିକୁ ନେଇ ଆଜି ଦିଲ୍ଲୀରେ ଏକାଠି ହେବେ ବିରୋଧୀ : ଯୋଗ ଦେବେ ନାହିଁ ମମତା ବାନାର୍ଜୀ

13/01/2020 at 9:29 AM

ନୂଆଦିଲ୍ଲୀ ୧୩/୧: CAA ଓ NRCକୁ ନେଇ ଆଜି ଦିଲ୍ଲୀରେ ବିରୋଧୀଙ୍କ ବୈଠକ ବସୁଛି । ଦେଶରେ ଚାଲିଥିବା ବିକ୍ଷୋଭ ଓ ଆନ୍ଦୋଳନ ପରିପ୍ରେକ୍ଷୀରେ ବିରୋଧୀଦଳଗୁଡିକର ବୈଠକ ହେବାକୁ ଯାଉଛି।

କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ଦେଶର ସାମ୍ପ୍ରତିକ ରାଜନୈତିକ ସ୍ଥିତି ଉପରେ ଆଲୋଚନା କରାଯିବ। ବୈଠକରେ ବିଜେପି ବିରୋଧୀ ଦଳଗୁଡିକ ଯୋଗଦେବାର ସମ୍ଭାବନା ରହିଛି। ତେବେ ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ ବୈଠକରେ ଯୋଗ ଦେବେ ନାହିଁ ବୋଲି ଘୋଷଣା କରିଛନ୍ତି ।

   Related Posts