Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଆସୁଛି ବଡ ବର୍ଷା : ସନ୍ଧ୍ୟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||
  • ମହାନଦୀରେ ଭାସିଗଲେ ହାତୀପଲ : ମୁଣ୍ଡଳି ବ୍ରିଜରେ ଲାଖି ରହିଛି ହାତୀ ଛୁଆ
  • ||

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ ଉପହାର: ବଢିଲା ୩ ପ୍ରତିଶତ ମହଙ୍ଗା ଭତ୍ତା

19/02/2019 at 10:02 PM

ରାଜ୍ୟ ସରକାର ଆଜି କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ ଉପହାର ଘୋଷଣା କରିଛନ୍ତି । ମହଙ୍ଗାଭତ୍ତା ୩ ପ୍ରତିଶତ ବୃଦ୍ଧି ଗୋଷଣା କରିଛନ୍ତି ସରକାର । ଏଣିକି କେନ୍ଦ୍ରସରକାରୀ କର୍ମଚାରୀମାନେ ୧୨ ପ୍ରତିଶତ ମହାଙ୍ଗାଭତ୍ତା ପାଇବେ ।

ଏହା ୨୦୧୯ ଜୁନ ପହିଲାରୁ ଲାଗୁ କରିବା ପାଇଁ ନିଷ୍ପତ୍ତି ହୋଇଛି । ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଦେଶର ୪୮ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ । ସେହିଭଳି ୬୨ ଲକ୍ଷ ପେନସନଭୋଗୀ ମଧ୍ୟ ଏହାର ଲାଭ ପାଇବେ । ଆଜି (ମଂଗଳବାର) ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟରେ ଏହି ନିଷ୍ପତ୍ତି ହୋଇଛି ।

   Related Posts