Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ସ୍ବର୍ଗ ଦ୍ବାରରୁ ହଟିଲା କଟକଣା, ସଂକ୍ରମଣ କମୁଥିବାରୁ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି
  • ||
  • ‘କୁଲଦୀପ ଯାଦବଙ୍କ ପାଇଁ ଚ୍ୟାଲେଞ୍ଜିଂ ହେବ ଓ୍ବେଷ୍ଟଇଣ୍ଡିଜ ସିରିଜ୍, ଟିମ୍‌ ଇଣ୍ଡିଆକୁ ଭରସା ରଖିବାକୁ ହେବ’: ହରଭଜନ ସିଂହ
  • ||
  • ବିଧାନସଭା ନିର୍ବାଚନ ଏବଂ ବଜେଟ୍‌ ଅଧିବେଶନ ପୂର୍ବରୁ କଂଗ୍ରେସ ଡାକିଲା ଗୁରୁତ୍ବପୂର୍ଣ୍ଣ ବୈଠକ, ପ୍ରସ୍ତୁତ ହେବ ରଣନୀତି
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୧,୧୫୭ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୬୫୩ଜଣ ଡିସଚାର୍ଜ
  • ||
  • ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କରଙ୍କୁ କରୋନା, ନିଜକୁ କଲେ ଆଇସୋଲେଟ୍
  • ||
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||

ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ଆଧାର କାର୍ଡ ସଂଯୋଗ ଅବଧି ନଭେମ୍ବର ୩୦କୁ ଘୁଞ୍ଚିଲା

9/10/2019 at 3:26 PM

ନୂଆଦିଲ୍ଲୀ ୯।୧୦: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ହିତାଧିକାରୀଙ୍କ ବ୍ୟାଙ୍କ୍ ଖାତା ସହ ଆଧାର କାର୍ଡ ସଂଯୋଗ କରାଇବା ବାଧ୍ୟତାମୂଳକ ଅବଧିକୁ ବୃଦ୍ଧି କରିଦିଆଯାଇଛି । ଏହି ତାରିଖ ବୃଦ୍ଧି କରି ୩୦ ନଭେମ୍ବର କରାଯାଇଛି। କେନ୍ଦ୍ର କ୍ୟାବିନେଟ୍ ଏହାକୁ ମଞ୍ଜୁରୀ ପ୍ରଦାନ କରିଛି । ଏନେଇ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ସୂଚନା ଦେଇଛନ୍ତି ।

ବର୍ତ୍ତମାନ ଚାଷୀମାନଙ୍କ ନିକଟରେ ନିଜ ବ୍ୟାଙ୍କ୍ ଖାତା ସହ ଆଧାର ଲିଙ୍କ୍ କରିବା ପାଇଁ ନଭେମ୍ବର ୩୦ତାରିଖ ପର୍ଯ୍ୟନ୍ତ ସମୟ ଅଛି । ଯେଉଁ ଚାଷୀମାନେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ହିତାଧିକାରୀ ଅଛନ୍ତି ସେମାନଙ୍କୁ ଆଧାର କାର୍ଡ ସଂଯୋଦ ବାଧ୍ୟତାମୂଳକ କରାଯାଇଛି ।

ଏଣିକି ସରକାରଙ୍କ ଏହି ଯୋଜନାର ଚାଷୀମାନେ ସେବା ପାଇବା ପାଇଁ ହେଲେ ସେମାନଙ୍କ ବ୍ୟାଙ୍କ୍ ଖାତା ସହ ଆଧାର କାର୍ଡର ସଂଯୋଗ କରିବା ନିହାତି ଆବଶ୍ୟକ। ନଚେତ୍ ସେମାନେ ଏହି ଯୋଜନାରେ ସୁବିଧା ପାଇପାରିବେନାହିଁ ।

   Related Posts