Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଆଜି ରାଜ୍ୟ କ୍ୟାବିନେଟ୍ : ୧୧ ପ୍ରସ୍ତାବରେ ବାଜିପାରେ ମୋହର

12/04/2021 at 8:04 AM

ଭୁବନେଶ୍ୱର ୧୨/୪: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏଥିରେ ୧୧ଟି ରୁ ଅଧିକ ପ୍ରସ୍ତାବ ଉପରେ ବାଜିପାରେ ମୋହର । ମଧ୍ୟାହ୍ନ ୧୨.୩୦ରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ଭିଡିଓ କନଫରେନ୍ସିଂରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । କ୍ୟାବିନେଟରେ ଆସିବାକୁ ଥିବା ପ୍ରସ୍ତାବ ଉପରେ କୌଣସି ମନ୍ତ୍ରୀଙ୍କୁ ଚିଠି ପଠାଯାଇନି । ତେବେ ସୂଚନା ମୁତାବକ ଉଚ୍ଚ ଶିକ୍ଷା ବିଭାଗର ଗ୍ରାଣ୍ଟ ଇନ୍ ଏଡ୍ ବ୍ୟବସ୍ଥାର ସଂଶୋଧନ ନେଇ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି ।

   Related Posts