Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ, ମିଳିପାରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ

17/07/2021 at 7:50 AM

ଭୁବନେଶ୍ୱର ୧୭।୦୭ : ଶନିବାର ରାଜ୍ୟ କ୍ୟାବିନେଟ୍‌ର ବୈଠକ । ଲୋକସେବା ଭବନରେ ସଂଧ୍ୟା ସମୟରେ ବସିବ କ୍ୟାବିନେଟ ବୈଠକ । ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମୋହର ବାଜିବାର ସମ୍ଭାବନା ରହିଛି ।  

ତେବେ ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ୫ଟା ୩୦ରେ ବସିବ କ୍ୟାବିନେଟ୍‌ ବୈଠକ । ଏହି କ୍ୟାବିନେଟ୍‌ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭର୍ଚୁଆଲ ମୋଡରେ ଯୋଗ ଦେବେ ବୋଲି ଜଣାପଡ଼ିଛି`। ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମୋହର ବାଜିବାର ସମ୍ଭାବନା ରହିଛି ।

   Related Posts