Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ଉତ୍ତର ପ୍ରଦେଶର କ୍ୟାବିନେଟ୍ ମନ୍ତ୍ରୀ ସିଦ୍ଧାର୍ଥ ନାଥ ସିଂହ କରୋନାରେ ସଂକ୍ରମିତ

27/08/2020 at 3:23 PM

ଲକ୍ଷ୍ନୌ ୨୭/୮: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ଏତେ ମାତ୍ରାରେ ବ୍ୟାପି ଯାଇଛି ଯେ ନେତା-ରାଜନେତା ମଧ୍ୟ ଏଥିରେ ବାଦ ପଡ଼ି ନାହାନ୍ତି। ପ୍ରତି ଦିନ କୌଣସି ନା କୌଣସି ରାଜନେତା ଏଥିରେ ଆକ୍ରାନ୍ତ ହେଉଛନ୍ତି। ଗୁରୁବାର ଉତ୍ତର ପ୍ରଦେଶ ସରକାରଙ୍କ କ୍ୟାବିନେଟ୍ ମନ୍ତ୍ରୀ ସିଦ୍ଧାର୍ଥ ନାଥ ସିଂହ ମଧ୍ୟ କରୋନା ଭାଇରସରେ ସଂକ୍ରମିତ ହୋଇଛନ୍ତି।

ସେ ନିଜେ ଟ୍ବିଟ୍ କରି ଏହାର ସୂଚନା ଦେଇଛନ୍ତି। ସିଦ୍ଧାର୍ଥ ନାଥ ସିଂହ ଲେଖିଛନ୍ତି ଯେ କରୋନାର ପ୍ରାଥମିକ ଲକ୍ଷଣ ଦେଖାଯିବାରୁ ସେ ଟେଷ୍ଟ କରାଇଥିଲେ ଏବଂ ରିପୋର୍ଟ ପଜିଟିଭ ଆସିଛି। ତାଙ୍କ ସ୍ବାସ୍ଥ୍ୟ ଠିକ୍ ରହିଛି ଏବଂ ଡାକ୍ତରଙ୍କ ପରାମର୍ଶରେ ସେ ନିଜକୁ ହୋମ୍ ଆଇସୋଲେଟ୍ କରିଛନ୍ତି।

ତାଙ୍କର ଅନୁରୋଧ ଯେ ଯେଉଁମାନେ ଗତ କିଛି ଦିନ ଧରି ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ଦୟା କରି ନିଜ ଯାଞ୍ଚ କରାନ୍ତୁ।

   Related Posts