ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର ଜୋରଦାର

Published By : Prameya-News7 Bureau | April 16, 2019 IST

ଡେଲାଙ୍ଗ ୧୬|୪: ପୁରୀ ଜିଲ୍ଲା ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର ଜୋରଦାର ଥିବାବେଳେ ବିଜେଡି ତାର ପ୍ରଚାର କାର୍ଯ୍ୟ ଜାରି ରଖିଛି । ବିଜେଡ଼ି ପ୍ରାର୍ଥୀ ପ୍ରଦୀପ ମହାରଥୀଙ୍କ ସପକ୍ଷରେ ପ୍ରଚାର କାର୍ଯ୍ୟ ଚଳାଇଛନ୍ତି ତାଙ୍କ ସମର୍ଥକ ଡ଼େଲାଙ୍ଗ ବ୍ଲକ୍ ଅରିଶଲ ପଂଚାୟତର ବିଭିନ୍ନ ଗାଁକୁ ଗାଁ ବୁଲି ଲୋକମାନଙ୍କୁ ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ପ୍ରଦୀପ ମହାରଥୀ ଏବଂ ସାଂସଦ ପ୍ରାର୍ଥୀ ପିନାକୀ ମିଶ୍ରଙ୍କୁ ଭୋଟ୍ ଦେବା ପାଇଁ ଅନୁରୋଧ କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.