Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର ଜୋରଦାର

16/04/2019 at 4:01 PM

ଡେଲାଙ୍ଗ ୧୬|୪: ପୁରୀ ଜିଲ୍ଲା ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର ଜୋରଦାର ଥିବାବେଳେ ବିଜେଡି ତାର ପ୍ରଚାର କାର୍ଯ୍ୟ ଜାରି ରଖିଛି । ବିଜେଡ଼ି ପ୍ରାର୍ଥୀ ପ୍ରଦୀପ ମହାରଥୀଙ୍କ ସପକ୍ଷରେ ପ୍ରଚାର କାର୍ଯ୍ୟ ଚଳାଇଛନ୍ତି ତାଙ୍କ ସମର୍ଥକ ଡ଼େଲାଙ୍ଗ ବ୍ଲକ୍ ଅରିଶଲ ପଂଚାୟତର ବିଭିନ୍ନ ଗାଁକୁ ଗାଁ ବୁଲି ଲୋକମାନଙ୍କୁ ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ପ୍ରଦୀପ ମହାରଥୀ ଏବଂ ସାଂସଦ ପ୍ରାର୍ଥୀ ପିନାକୀ ମିଶ୍ରଙ୍କୁ ଭୋଟ୍ ଦେବା ପାଇଁ ଅନୁରୋଧ କରିଥିଲେ ।

   Related Posts