Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||
  • ସୋର : ଓଭରଲୋଡିଂ ପାଇଁ ଗଣିଲେ ତଣ୍ଡ, ୩ଲକ୍ଷ ଜରିମନା ଦେଲେ ୬ ଡମ୍ଫର
  • ||

ଚୂଡାନ୍ତ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର ଅଭିଯାନ

17/05/2019 at 10:54 AM

ନୂଆଦିଲ୍ଲୀ ୧୭|୫: ଚୂଡାନ୍ତ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର ଅଭିଯାନ । ଏହି ପର୍ଯ୍ୟାୟରେ ରବିବାର ଦିନ ୮ ରାଜ୍ୟର ୫୯ଟି ନିର୍ବାଚନ ମଣ୍ଡଳୀରେ ଭୋଟ୍ ‍ଗ୍ରହଣ ହେବ । ରାଜନୈତିକ ଦଳଗୁଡିକର ତୁଙ୍ଗ ନେତାମାନେ ଭୋଟର୍‍ମାନଙ୍କୁ ଆକୃଷ୍ଟ କରିବାପାଇଁ ଉଦ୍ୟମ ଚଳାଇଛନ୍ତି ।

ସପ୍ତମ ତଥା ଚୂଡାନ୍ତ ପର୍ଯ୍ୟାୟ ନିର୍ବାଚନରେ ଉତ୍ତର ପ୍ରଦେଶର ୧୩ଟି, ପଞ୍ଜାବର ସମସ୍ତ ୧୩ଟି, ପଶ୍ଚିମବଙ୍ଗର ୯ଟି, ବିହାର ଓ ମଧ୍ୟପ୍ରଦେଶର ୮ଟି ଲେଖାଏଁ, ହିମାଚଳ ପ୍ରଦେଶର ସମସ୍ତ ୪ଟି, ଝାଡଖଣ୍ଡର ୩ଟି ଓ ଚଣ୍ଡୀଗଡର ଏକମାତ୍ର ନିର୍ବାଚନ ମଣ୍ଡଳୀରେ ଭୋଟ୍‍ ଗ୍ରହଣ ହେବ।

୨୩ ତାରିଖ ଦିନ ଭୋଟ୍‍ ଗଣତି କରାଯିବ । ଏହି ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସଂସଦୀୟ କ୍ଷେତ୍ର ବାରାଣସୀରେ ମଧ୍ୟ ମତଦାନ ହେବ । ସେହିପରି ପଶ୍ଚିମବଙ୍ଗରେ ଲୋକସଭାର ୯ଟି ଆସନରେ ଗୁରୁବାର ରାତି ୧୦ଟାରେ ପ୍ରଚାର ଶେଷ ହୋଇଯାଇଛି ।

   Related Posts