Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗ୍ୟାଙ୍ଗଷ୍ଚର ହାଇଦର ଗିରଫ ।। ତେଲେଙ୍ଗାନାରୁ ଗିରଫ କଲା ପୋଲିସ ।। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୂଚନା ।। ଏପ୍ରିଲ ୧୦ରେ କଟକ ଏସସିବି ମେଡିକାଲ କଲେଜ ହସ୍ପିଟାଲରୁ ହୋଇଯାଇଥିଲା ଫେରାର
  • ||
  • ଅନ୍ୟ ରାଜ୍ୟକୁ ବସ ସେବା ବନ୍ଦ, ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ସରକାରୀ ଅଫିସ, କୋଚିଂ ସେଣ୍ଟରରେ ଅଫ୍‌ଲାଇନ୍‌ କ୍ଲାସ୍‌ ମନା । ବିବାହ ପାଇଁ ସର୍ବାଧିକ ୫୦ ଜଣ ଏବଂ ଅନ୍ତିମ ସଂସ୍କାର ପାଇଁ ଅତିବେଶୀରେ ୨୦ ଜଣଙ୍କୁ ଅନୁମତି
  • ||
  • ବାକି ୨୦ ଜିଲ୍ଲାର ସହରାଞ୍ଚଳରେ କାଲିଠୁ ନାଇଟ୍‌ କର୍ଫ୍ୟୁ
  • ||
  • ଛତିଶଗଡ଼ ସୀମାନ୍ତ ୧୦ ଜିଲ୍ଲାର ସହରାଞ୍ଚଳରେ ବଦଳିଲା ନାଇଟ୍‌ କର୍ଫ୍ୟୁ ସମୟ
  • ||
  • ରାଜ୍ୟରେ ଫେରିଲା କୋଭିଡ୍‌ କଟକଣା
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ୍‌ ପର୍ଯ୍ୟବେକ୍ଷଣ ଦାୟିତ୍ୱ
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ ପର୍ଯ୍ୟବେକ୍ଷକ ଦାୟିତ୍ବ
  • ||
  • ଭଦ୍ରକ : ବୈତରଣୀ ନଦୀରେ ବୁଡି ଭାଇ-ଭଉଣୀଙ୍କ ସଲୀଳ ସମାଧି, ପିଉସୀଙ୍କ ଘରୁ ଫେରିବା ବେଳେ ଅଘଟଣ
  • ||
  • ମାଲକାନଗିରି : ମାନିଲେନି କୋଭିଡ୍ ନିୟମ, ସିଲ୍ ହେଲା ଦୋକାନ
  • ||
  • ଧର୍ମଗଡ : ଧର୍ମଗଡ ବଣିକ ସଂଘର ବଡ ନିଷ୍ପତ୍ତି, ଶନିବାର ଓ ରବିବାର ସଂପୂର୍ଣ୍ଣ ବନ୍ଦ ରହିବ ସହର
  • ||

ଭାଙ୍ଗିଲା ରେଙ୍ଗାଳି ବାମ କେନାଲ ଶାଖା, ଏକର ଏକର ଜମି ଜଳମଗ୍ନ

19/07/2019 at 3:03 PM

ଭୁବନ ୧୯|୭:  ଭାଙ୍ଗିଲା ରେଙ୍ଗାଳି ବାମ କେନାଲ ଶାଖା । କେନାଲ ଉପର ମୁଣ୍ଡରେ ପାଣି ଛାଡଯିବାରୁ ଭାଙ୍ଗିଗଲା ବାମ କେନାଲ ଶାଖା । ଫଳରେ ୩ଟି ୧୦ ଫୁଟରୁ ଅଧିକ ଗଭୀର ଘାଇ ସୃଷ୍ଟି ହୋଇଛି ।  ବନ୍ଧ ଭାଙ୍ଗିଯିବାରୁ ଏକର ଏକର ଜମି ଜଳମଗ୍ନ ହୋଇପଡିଛି ।

ନିମ୍ନ ମାନକ କାମ ଯୋଗୁଁ ଏପରି ହୋଇଥିବା ଚାଷୀ ଅଭିଯୋଗ କରିଛନ୍ତି । ଭୁବନ ମହିଳା କଲେଜ ନିକଟରେ କେନାଲ ବନ୍ଧ ଭାଙ୍ଗି ଯାଇଥିବା ବେଳେ ଛାତ୍ରଛାତ୍ରୀ ବି କଲେଜ ଯିବାରେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

   Related Posts