Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ମମିତା ମେହେରଙ୍କ ଉଦ୍ଦେଶ୍ୟରେ ୟୁଥ ଫର ଆକ୍ସନ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

21/10/2021 at 10:45 PM

ବୌଦ୍ଧ, ୨୧/୧୦: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣା କଟକଠାରେ ୟୁଥ ଫର ଆକ୍ସନ ପକ୍ଷରୁ ଅଞ୍ଚଳର ସଚେତନ ନାଗରିକ ଓ ଶତାଧିକ ମହିଳା ସ୍ଵର୍ଗତ ମମିତା ମେହେରଙ୍କ ଆତ୍ମାର ସଦଗଦି ପାଇଁ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା କରାଯାଇଛି । ଏହି ଶୋଭାଯାତ୍ରା ପୁରୁଣା କଟକ ଭୈରବୀ କଲେଜ ଠାରୁ ବାହାରି ଭୈରବୀ ମନ୍ଦିର ଠାରେ ପହଞ୍ଚିଥିଲା । ଶୋଭାଯାତ୍ରା ମନ୍ଦିର ପରିସରରେ ପହଞ୍ଚିବା ପରେ ଶୋକସଭା କରଯାଇଥିଲା । ସମସ୍ତେ ଦୁଇ ମିନିଟ ପାଇଁ ନିରବ ପ୍ରାର୍ଥନା କରିଥିଲେ । ଅନ୍ୟପଟେ ଘଟଣାର ସିବିଆଇ ତଦନ୍ତ ପାଇଁ ୟୁଥ ଫର ଆକ୍ସନ ପକ୍ଷରୁ ଦାବି କରାଯାଇଛି।

   Related Posts