Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ଆଇଆରବିରେ ନିଯୁକ୍ତି ପରୀକ୍ଷାବେଳେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ

21/08/2018 at 1:16 AM

ବୌଦ୍ଧ ୨୧/୮ : ଆଇଆରବିରେ ନିଯୁକ୍ତି ପରୀକ୍ଷା ଚାଲିଥିବାବେଳେ ଜଣେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଦୁଇଜଣ ଗୁରୁତର ହୋଇ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁଯାୟୀ ଆଜି ସକାଳୁ ନିଯୁକ୍ତି ପାଇଁ ୫ କିଲୋମିଟର ଦୌଡ ପରୀକ୍ଷା ଚାଲିଥିଲା । ପହଞ୍ଚିବାକୁ ଆଉ ୨ଶହ ମିଟର ବାକି ଥିବାବେଳେ ୩ଜଣ ପରୀକ୍ଷାର୍ଥୀ ପଡି ଯାଇଥିଲେ । ସେମାନଙ୍କୁ ଗୁରୁତର ଅବସ୍ଥାରେ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧିନ ଅବସ୍ଥାରେ ନୟାଗଡ ଜିଲ୍ଲା ସୋରଡା ଗ୍ରାମର ପ୍ରବାସୀ ନାୟକଙ୍କ ମୃତ୍ୟୁ ହୋଇଛି । ଗୁରୁତର ଦୁଇ ଜଣ ଢେଙ୍କାନାଳ ଜିଲ୍ଲା ଗେଲେଇକୁଟୁଣୀ ଗ୍ରାମର କୁନା ନାୟକ ଓ ବୌଦ୍ଧ ଜିଲ୍ଲା କରଡି ଗ୍ରାମର ପ୍ରଭାତ କୁମାର ସାହୁ ଚିକିତ୍ସାଧୀନ ଅଛନ୍ତି । ତେବେ ଚିକିତ୍ସାଧୀନ ଯୁବକମାନେ ବିପଦମୁକ୍ତ ଥିବା ଡାକ୍ତର ପ୍ରକାଶ କରିଛନ୍ତି ।

   Related Posts