Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ବାରବାଟୀ-କଟକ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ତିନି ପ୍ରମୁଖ ଦଳର ପ୍ରାର୍ଥୀ

2/04/2019 at 3:55 PM

କଟକ ୨|୪ : ଆଜି ବାରବାଟୀ-କଟକ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ତିନି ପ୍ରମୁଖ ଦଳର ପ୍ରାର୍ଥୀ । କଂଗ୍ରେସରୁ ମହମ୍ମଦ ମୁକିମ ଆଜି ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ ଦାଖଲ କରିଛନ୍ତି ।  ବିଜେପିରୁ ସମୀର ଦେ ଓ ବିଜେଡିରୁ ନୋମିନେସନ ଫାଇଲ କରିଛନ୍ତି ଦେବାଶିଷ ସାମନ୍ତରାୟ । ଗୋଟିଏ ଦିନରେ ତିନି ହେଭିୱେଟ୍ ନେତା ନାମାଙ୍କନ ଦାଖଲ କରିଥିବାରୁ ସହରରେ ରାଜନୈତିକ ତାତି ଦେଖିବାକୁ ମିଳିଛି ।  କଂଗ୍ରେସ, ବିଜେଡି ଓ ବିଜେପି ପ୍ରାର୍ଥୀ ନିଜ ନିଜ ସମର୍ଥକଙ୍କ ସହ ଉପଜିଲ୍ଲପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି  । ଏହାକୁ ନେଇ ସମର୍ଥକଙ୍କ ମଧ୍ୟରେ ମଧ୍ୟ ବେଶ ଉତ୍ସାହ ଦେଖିବାକୁ ମିଳିଛି ।ଏପ୍ରିଲ ୨୩ରେ କଟକରେ ନିର୍ବାଚନ ହେବ ।

   Related Posts