Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ରାଜ୍ୟରେ ଗଞ୍ଜେଇ ଚାଷକୁ ମିଳିପାରେ ସରକାରଙ୍କ ଅନୁମତି!

18/11/2019 at 4:54 PM

ଭୁବନେଶ୍ୱର ୧୮।୧୧ – ରାଜ୍ୟରେ ଗଞ୍ଜେଇ ଚାଷ ପାଇଁ ସରକାର ଅନୁମତି ଦେଇ ପାରିନ୍ତି । ଏ ନେଇ ଏକ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି । ଅବକାରୀ ବିଭାଗ ପକ୍ଷରୁ ଯୁଗ୍ମ ସଚିବ ଅବକାରୀ କମିଶନରଙ୍କୁ ଏକ ପତ୍ର ଲେଖିଛନ୍ତି । ୧୯ ତାରିଖରେ ଏସଂକ୍ରାନ୍ତରେ ବୈଠକ କରାଯିବ ।

ଔଷଧୀୟ ବ୍ୟବହାର ପାଇଁ ଗଞ୍ଜେଇ ବା କାନାବିସ୍‌ର ଚାଷକୁ ଅନୁମତି ପ୍ରଦାନ ପାଇଁ ଏଥିରେ ଆଲୋଚନା କରାଯିବ ବୋଲି ପତ୍ରରେ ଉଲ୍ଲେଖ କରାଯାଇଛି ।

ଏହି ବୈଠକରେ ଉପସ୍ଥିତ ରହିବା ପାଇଁ ନିର୍ଦେଶ ଦିଆଯାଇଛି ।

   Related Posts