Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଗଛ ପୋଡି ନଷ୍ଟ କଲା ପୋଲିସ

19/11/2020 at 8:06 AM

ଆଠମଲ୍ଲିକ ୧୯।୧୧: ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଗଛ ପୋଡିଲା ନଷ୍ଟ କରିଦେଲା ପୋଲିସ । କିଛି ମାସର ବ୍ୟବଧାନ ପରେ ଅନୁଗୋଳ ପୋଲିସକୁ ସଫଳତା ମିଳିଛି । ଜିଲ୍ଲା ଏସପି ଜଗମୋହନ ମୀନା ଓ ହଣ୍ଡପା ପୋଲିସ ଗଞ୍ଜେଇ ଚାଷ ନଷ୍ଟ କରିବାରେ ସଫଳ ହୋଇଛନ୍ତି ।

ହଣ୍ଡପା ଥାନା ଖୋଲାଗେରେଡା ଅଞ୍ଚଳରେ ପାଖାପାଖି ୧୦ ଏକର ଜମିରେ ଗଞ୍ଜେଇ ଚାଷ କରାଯାଇଥିବାର ଖବର ମିଳିଥିଲା । ଫଳରେ ସେହି ଅଞ୍ଚଳରେ ଚଢାଉ କରି ଲାଗିଥିବା ସମସ୍ତ ଗଞ୍ଜେଇ ଗଛକୁ କାଟି ଦେବା ପରେ ପୋଡି ନଷ୍ଟ କରି ଦିଆଯାଇଛି ।

ଗଞ୍ଜେଇ ଗଛର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହୋଇ ଥାଆନ୍ତା ବୋଲି ହଣ୍ଡପା ଥାନା ସେକେଣ୍ଡ ଅଫିସର ପ୍ରକାଶ କରିଛନ୍ତି । ତେବେ ଏଥିରୁ ପ୍ରମାଣିତ ହେଉଛି ଯେ ହଣ୍ଡପା ବନାଞ୍ଚଳରେ ଏହିପରି ଅନେକ ସ୍ଥାନରେ ଗଞ୍ଜେଇ ଚାଷ ଚାଲିଛି । ଆଗକୁ ଅବକାରୀ ବିଭାଗ ଏଥିପ୍ରତି ଦୃଷ୍ଟି ଦିଅନ୍ତୁ ବୋଲି ଦାବି ହେଉଛି ।

   Related Posts